Posted inଜାତୀୟ

ମୃତ ମେଡିକାଲ ଛାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୧।୩: ୟୁକ୍ରେନରେ ପ୍ରାଣ ହରାଇଥିବା ଭାରତୀୟ ମେଡିକାଲ ଛାତ୍ର ନବୀନ ଶେଖରପ୍ପା ଜ୍ଞାନଗୌଡାରଙ୍କ ମୃତଦେହ ସୋମବାର ଭାରତରେ ପହଞ୍ଚିଛି। ଭାରତ ସରକାରଙ୍କ ଅପରେଶନ ଗଙ୍ଗା ମାଧ୍ୟମରେ ସ୍ବତନ୍ତ୍ର ଏକ ବିମାନରେ ମୃତଦେହ ବଙ୍ଗାଲୁରୁ ବିମାନ ବନ୍ଦରରେ ପହଞ୍ଚି ଥିଲା। କର୍ନାଟକର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ବିମାନ ବନ୍ଦରରେ ପହଞ୍ଚି ନବୀନଙ୍କ ମୃତ ଶରୀରରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏପରି କି ପରିବାର ଲୋକଙ୍କୁ ସମବେଦନା ଜଣାଇଥିଲେ। ପରେ ମୃତଦେହ କର୍ନାଟକର ହାବେରୀ ଜିଲା ଅଧୀନ ପୈତୃକ ଗ୍ରାମ ଚଲାଗେରେକୁ ନିଆଯାଇଥିଲା। ସେଠାରେ ଗ୍ରାମବାସୀ ନବୀନଙ୍କ ଶେଷ ଦର୍ଶନ କରିଥିଲେ।

ଅନ୍ୟପକ୍ଷେ ପରିବାର ଲୋକଙ୍କ ନିଷ୍ପତ୍ତି ଅନୁଯାୟୀ, ନବୀନଙ୍କ ମୃତଦେହ ଏସ୍‌ଏସ ମେଡିକାଲ କଲେଜକୁ ଦାନ କରାଯିବ। ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁ ପୋଲିସ ଫୋର୍ସ ମୃତୟନ କରାଯାଇଛି। କେଉଁ ପରିସ୍ଥିତିରେ ନବୀନଙ୍କ ମୃତ୍ୟୁ ଘଟିଥିଲା ଏନେଇ ତଦନ୍ତ ଚାଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?