ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ ଫେରିଛି। ମୃତା ମହିଳା ହେଲେ କୋମନା ଥାନା ଜଟଗଡ ଗାଁର ମଥୁରା ବନଛୋର (୪୦)। ସୂଚନା ଅନୁଯାୟୀ ଜଟଗଡ ଗାଁର କୀର୍ତ୍ତନ ବନଛୋର ଓ ତାଙ୍କ ସ୍ତ୍ରୀ ମଥୁରା ଦଶହରା ପରେ ଦେଓଦରା ପଞ୍ଚାୟତ କୁଞ୍ଜଳପଡା ଗାଁର ଜଣେ ଦାଦନ ସର୍ଦ୍ଦାରଙ୍କଠାରୁ ଅଗ୍ରିମ ୩୮ ହଜାର ଟଙ୍କା ଲେଖାଏ ନେଇ ହାଇଦ୍ରାବାଦର ଦେଉଳଦଣ୍ଡା ଏଫଭିଭି ଇଟାଭାଟିକୁ କାମ କରିବାକୁ ଯାଇଥିଲେ। ସେଠାରେ ଇଟାଭାଟି ମାଲିକ ଅଧିକ କାମ କରାଇ ଖାଇବା ଖର୍ଚ୍ଚ କମ ଦେଉଥିବାରୁ ଖାଦ୍ୟାଭାବରୁ ମଥୁରାଙ୍କ ଶରୀର ଦୁର୍ବଳ ହୋଇଯାଇଥିଲା। ଗୁରୁବାର ହଠାତ୍‌ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୂବନଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତ୍ରି ପ୍ରାୟ ୧୨ଟା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା ା ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ଏକ ଗାଡି ସାହାଯ୍ୟରେ ଜଟଗଡ ଅଣାଯାଇଥିଲା। ଗାଁ ଶ୍ମଶାନରେ ଏକ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଛି। ଏମାନେ ଅତ୍ୟନ୍ତ ଗରିବ ପରିବା


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri