ମିଳିଲା ନିଖୋଜ କାଉଡିଆଙ୍କ ଶବ

ଖଇରା,୮।୮(ଉତ୍କଳବନ୍ଧୁ ପଣ୍ଡା) ବାଲେଶ୍ୱର ଜିଲା ସାନଜୟୀପୁର ଗ୍ରାମର ଶୈବପୀଠରେ ଜଳାଲାଗି କରିବାକୁ ସାଳନ୍ଦୀକୁ ପାଣି ଆଣିବାକୁ ଯାଇ ୨କାଉଡିଆ ନିଖୋଜ ହୋଇଯାଇଥିଲେ। ତେବେ ମଙ୍ଗଳବାର ସକାଳେ ଦୁହିଁଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି ା ନିଖୋଜର ୨୨ ଘଣ୍ଟା ପରେ ମୃତଦେହ ଠାବ କରିବାରେ ଓଡ୍ରାଫ ଟିମ ସଫଳ ହୋଇଛି ା ମୃତକ ଦୁଇଜଣ ହେଲେ ସାନଜୟୀପୁର ଗ୍ରାମର ରାଜେନ୍ଦ୍ର ସାହୁ(୧୯)ଓ ସୁବ୍ରତ କୁମାର ମହାକୁଡ(୨୨)। ଆଶ୍ଚର୍ଯ୍ୟର କଥା ଏହିକି ଯେ ସେମାନେ ଯେଉଁ ସ୍ଥାନରେ ବୁଡି ଯାଇଥିଲେ ମୃତଦେହକୁ ସେହି ସ୍ଥାନରେ ହିଁ ଭାସିବା ପରେ ଉଦ୍ଧାର କରାଯାଇଛି ା ଶୋକାକୁଳ ପରିବେଶରେ ସେମାନଙ୍କର ମୃତଦେହକୁ ଗ୍ରାମକୁ ନିଆଯାଉଛି ା ମୃତକଙ୍କ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?