ନିଖୋଜ ବ୍ୟକ୍ତିଙ୍କ ମୃତଦେହ ମିଳିଲା, ଜଣେ ଅଟକ

କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ତଳଚମ୍ପେଇ ରାସ୍ତା କୋଡରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ତଳକଇଁସାର ଗାଁର ପ୍ରଶାନ୍ତ ଜୁଆଙ୍ଗ(୨୦) ବୋଲି ଜଣାପଡ଼ିଛି।

ସୂଚନା ନୁସାରେ,ସାହିର ଚଗଲା ଜୁଆଙ୍ଗ(୨୦) ଓ ପ୍ରଶାନ୍ତ ଉଭୟ ମିଶି ଗତକାଲି ଗୋନାସିକା ବାରୁଣୀ ମେଳା ଦେଖିବାକୁ ସାଇକେଲରେ ଯାଇଥିଲେ। ଘରକୁ ଫେରୁଥିବା ସମୟରେ ଉଭୟେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଫଳରେ ପ୍ରଶାନ୍ତଙ୍କ ମୃତ୍ୟୁ ଘଟିଥିଲା। ଚଗଲା ଖଣ୍ତିଆ ଖାବରା ହୋଇ ଭୟରେ ଘରକୁ ଚାଲି ଆସିଥିଲେ। ଆଜି ସ୍ଥାନୀୟ ଲୋକେ ପ୍ରଶାନ୍ତଙ୍କ ମୃତଦେହ ତଳକଇଁସାରୀ ରାସ୍ତାକଡ଼ରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ଖବର ପାଇ ସଦର ଥାନା ପୋଲିସ ମୃତଦେହ ଜବତ କରି କେସ୍‌ ନଂ ୧୬/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲସି ଚଗଲାଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ସାଇକେଲରୁ ପଡ଼ି ପ୍ରଶାନ୍ତଙ୍କ ମୃତ୍ୟୁ ଘଟିଥିବା ସଦର ଥାନାଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri