ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତ ଛାତ୍ରଙ୍କ ନାମ ଭୋଳାନାଥ ମଲ୍ଲିକ (୧୦)। ଛାତ୍ର ଭୋଳାନାଥ ମଙ୍ଗଳବାର ସ୍କୁଲରୁ ମଧ୍ୟାହ୍ନ ଭୋଜନ ପରେ ବାହାରକୁ ଶୌଚ ପାଇଁ ଯାଇ ସ୍କୁଲକୁ ଫେରି ନଥିଲେ। ଘର ଲୋକ ଖୋଜାଖୋଜି ପରେ ପାଇ ନ ଥିଲେ। ବୁଧବାର ସକାଳୁ କୂଅରୁ ମୃତଦେହ ଉଦ୍ଧାର ପରେ ଘଟଣା ସ୍ଥଳରେ ପୋଲିସ, ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ଆହୁରି ଖସିବ ସୁନାଦର! ସରକାର ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କିଣିବେ କେବେ?

ନୂଆଦିଲ୍ଲୀ,୪।୨: ସରକାର ଶେଷରେ ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ କଷ୍ଟମ୍ସ ବୋର୍ଡ (CBIC) ଦ୍ୱାରା ଜାରି…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri