ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି ଏଠାରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି । ତେବେ ଶିଶୁକନ୍ୟାର ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ, ଗାଁ ଲୋକେ ଜୋରକୁ ଶୌଚ ହେବା ପାଇଁ ଯିବାବେଳେ ନବଜାତ ଶିଶୁକନ୍ୟା ବ୍ରିଜ ତଳେ ପଡିଥିବା ଦେଖିବାକୁ ପାଇଥିଲେ । ଏହାପରେ ପୁଇଁନ୍ତଲା ପୋଲିସ ଓ ବଲାଙ୍ଗିର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନବଜାତ ଶିଶୁ କନ୍ୟା ମୃତଦେହ ଉଦ୍ଧାର କରିଥିବା ଜଣାପଡିଛି । ଅବୈଧ ସନ୍ତାନ ହୋଇଥିବାରୁ ଏହି କାଣ୍ଡ ଘଟାଇଥିବା ଚର୍ଚ୍ଚା ହେଉଛି । ଅଗ୍ନିଶମ ବିଭାଗ ଉଦ୍ଧାର କରିବା ପରେ ଶିଶୁ କନ୍ୟାକୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ନେଇଥିବା ଜଣାପଡିଛି । ତେବେ କିଏ ଏଭଳି କାଣ୍ଡ ଘଟାଇଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri