ମିଳିଲା ଅପହୃତା ଶିଶୁକନ୍ୟାର ମୃତଦେହ

ରୂପସା,୨୮।୧୧(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ଶ୍ରୀରାମପୁର ପଞ୍ଚାୟତ ନିମା ଗ୍ରାମରୁ ନିଖୋଜ ଥିବା ଶିଶୁକନ୍ୟାଙ୍କ ମୃତଦେହ ରବିବାର ସ୍ଥାନୀୟ ଏକ ପୋଖରୀରୁ ମିଳିଛି। ହେଲେ ଝିଅକୁ ଅପହରଣ ପରେ ହତ୍ୟା କରି ପୋଖରୀରେ ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି।

ସୂଚନା ଅନୁଯାୟୀ, ଗ୍ରାମର ଉମାକାନ୍ତ ପ୍ରଧାନଙ୍କ ୩ ବର୍ଷର ଝିଅ ସାଇସ୍ମିତା ଶନିବାର ସକାଳ ସାଢେ ୯ଟା ସମୟରେ ଘର ବାହାରେ ଖେଳୁଥିବା ବେଳେ ହଠାତ୍‌ ନିଖୋଜ ହୋଇଯାଇଥିଲେ। ପରିବାର ଲୋକ ଓ ଗ୍ରାମବାସୀ ବହୁ ଖୋଜାଖୋଜି ପରେ ବି କୌଣସି ସନ୍ଧାନ ପାଇ ନ ଥିଲେ। ଏନେଇ ପରିବାର ପକ୍ଷରୁ ବସ୍ତା ଥାନାରେ ଏକ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ବସ୍ତା ଦମକଳ ବାହିନୀ ପହଞ୍ଚତ୍ ଆଖପାଖ ପୋଖରୀରେ ଖୋଜାଖୋଜି କରି ବିଫଳ ହୋଇଥିଲେ।

ରବିବାର ସକାଳେ ଗାଁ ଲୋକେ ସ୍ଥାନୀୟ ପୋଖରୀରେ ଶିଶୁକନ୍ୟାଙ୍କ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜିଲାରେ ଏନ୍‌ଇଇଟି ୟୁଜି ପରୀକ୍ଷା କେନ୍ଦ୍ର ହେଉ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି ୟୁଜି ପରୀକ୍ଷା ଆସନ୍ତା ଅଗଷ୍ଟ ୧ ତାରିଖରେ ଅନୁଷ୍ଠିତ ହେବ। ରାଜ୍ୟର ସମସ୍ତ...

ଆଗାମୀ ଦିନରେ ସ୍ଥିତି ସମ୍ଭାଳିବା କଷ୍ଟକର ହୋଇପାରେ, କଣ୍ଟ୍ରାକ୍ଟ ଟ୍ରେସିଂ ପୂର୍ବରୁ ନିଜେ ଆଗକୁ ଆସି ସଂକ୍ରମଣକୁ କମ୍ କରନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦ ରେ ପହଁଞ୍ଚିଛି । ଯେତେବଳେ ଜଣେ ବ୍ୟକ୍ତି ପଜିଟିଭ ଚିହ୍ନଟ ହୁଅନ୍ତି, ସେତେବେଳେ ସରକାରୀ...

୨ ପରିବାର ମଧ୍ୟରେ ସଂଘର୍ଷ, ୬ ଆହତ

ଭଞ୍ଜନଗର,୧୦ା୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଥାନା ତୁରୁମରେ ସୋମବାର ରାତିରେ ୨ ପରିବାର ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ସଂଘର୍ଷ ହୋଇଛି। ଏଥିରେ ଉଭୟ ପକ୍ଷର ୬ରୁ ଉର୍ଦ୍ଧ୍ୱ ଆହତ...

୨ ଦିନ ପରେ ନେଇଥାନ୍ତେ ଅବସର, ହେଲେ…

ଗୁଣପୁର,୨୯ା୧୦(ଡି.ଏନ୍‌.ଏ.): ଅବସର ଗ୍ରହଣ କରିବାର ମାତ୍ର ୨ ଦିନ ପୂର୍ବରୁ ଜଣେ ଶିକ୍ଷକଙ୍କ ନାମରେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ରାୟଗଡ଼ା...

ଯାଆଁଳ ଉତ୍ପାଦନ କେନ୍ଦ୍ର ନାହିଁ: ପଡ଼ୋଶୀ ରାଜ୍ୟ ଉପରେ ଚାଷୀ ନିର୍ଭର

ମହାକାଳପଡ଼ା, ୬ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ମାଛ ଚାଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଋଣ ଯୋଗାଇ ଦିଆଯିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇ...

‘ଏବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ଗୋଷ୍ଠୀ ବା ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଆଗରୁ କେବଳ ବିଦେଶରୁ ଆସୁଥିବା...

କବିସୂର୍ଯ୍ୟନଗରରେ ଚାଲିଛି ବେଆଇନ ଇଟାଭାଟି

କବିସୂର୍ଯ୍ୟନଗର,୧୭ା୫- କବିସୂର୍ଯ୍ୟନଗର ତହସିଲ ଅଞ୍ଚଳରେ ଚାଲିଛି ବେଆଇନ ଇଟାଭାଟି। ପୋଲିସ ଓ ତହସିଲ କର୍ତ୍ତୃପକ୍ଷ ସବୁ ଜାଣି ନୀରବ ରହୁଛନ୍ତି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ...

ସନ୍ଧ୍ୟା ସୁଦ୍ଧା ବିମାନବନ୍ଦରରେ ଟେଷ୍ଟିଂ ସେଣ୍ଟର: ବିଏମ୍‌ସି କମିଶନର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି କରୋନାର ୨ୟ ଷ୍ଟ୍ରେନ୍‌। ଏଥିପାଇଁ ବିଏମ୍‌ସି ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି। ତେବେ ବିଏମ୍‌ସି ପକ୍ଷରୁ ନିଆଯାଇଥିବା ପଦକ୍ଷେପ ନେଇ...

Advertisement


Archives

Model This Week