ନାଳରୁ ମିଳିଲା ଯୁବକଙ୍କ ମୃତଦେହ

ବାଲେଶ୍ୱର ଅଫିସ ୧୪।୬: ବାଲେଶ୍ୱର ସହରସ୍ଥିତ ଦର୍ଜି ପୋଖରୀ ଛକ ନିକଟ ନବ କୁମାର ମହାଳିକଙ୍କ ଘର ପଛପଟେ ଥିବା ଏକ ନାଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ଜଣାପଡି ନ ଥିବା ବେଳେ ତାଙ୍କ ବୟସ ୩୫ରୁ ୪୦ ଭିତରେ ହେବ ବୋଲି ପୋଲିସ ଅନୁମାନ କରୁଛି। କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ଘଟିଛି ସେନେଇ ପୋଲିସ ତଦନ୍ତ ଜାରି ରଖିଛି। ଅନ୍ୟପକ୍ଷେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅଭିଯୋଗ ଶୁଣିବେନି ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

ଭୁବନେଶ୍ୱର,୨୭।୪(ବନ୍ଦନା ସେଠୀ): ସୋମବାର ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ହେବ ନାହିଁ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା…

ଅଧିକ ମୋବାଇଲ୍ ଦେଖୁଥିଲେ ସାବଧାନ! ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଆଜିକାଲି ହାଇଟେକ୍‌ ଯୁଗରେ ମୋବାଇଲର ବ୍ୟବହାର କେତେ ବହୁଳ ହୋଇଯାଇଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏବେ ଅନେକ କାମରେ ଏହା ଉପଯୋଗୀ ସାବ୍ୟସ୍ତ ହୋଇଛି। ବିଶେଷଭାବରେ…

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri