କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର ଓ ଗଙ୍ଗାଧର ନଗର ମଝିରେ କେନାଲରୁ ପୋଲିସ ମୃତଦେହକୁ ଜବତ କରିଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳି ନ ଥିବାବେଳେ କିଭଳି ପରିସ୍ଥିତିରେ ତାଙ୍କ ମୃତ୍ୟୁ ହୋଇଛି ଜଣାପଡିନାହିଁ। ପୋଲିସ ଏ ନେଇ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ମହଙ୍ଗା ପଡିଲା ନାବାଳିକାଙ୍କୁ ଗଣବଳାତ୍କାର: ୫ ନାବାଳକଙ୍କୁ ହେଲା…

ବଲାଙ୍ଗୀର,୬।୨ ( ସୁନିଲ କୁମାର ମହାନ୍ତି): ମହଙ୍ଗା ପଡିଲା ସହପାଠିନୀକୁ ଗଣବଳାତ୍କାର କରିବ। ବନ୍ଧାହେଲେ ଛଅ ଜଣ ଅଭିଯୁକ୍ତ । ବାଳସୁଧାର ଗୃହକୁ ପଠାଇଲା ଯୁଭେନାଲ ଜଷ୍ଟିସ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri