କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

କୋକସରା,୨୯।୯(ଡି.ଏନ୍‌.ଏ.): କୋକସରା ବ୍ଲକ ସାନପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ମେଗାଲିଫ୍ଟ କେନାଲର ଶେଷ ମୁଣ୍ଡ ଭଣାଡୋଙ୍ଗରି ଅଞ୍ଚଳରୁ ଗୁରବାର ଜଣେ ମହିଳାଙ୍କ ମୃତଦେହ ଜବତ କରାଯାଇଛି।

ଉପରୁ ମୁଣ୍ଡରୁ ମୃତଦେହ ଭାସି ଆସି ଚେନାଲ ଗେଟରେ ଲାଗିଥିଲା। ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସ୍ଥାନୀୟ କେତେକ ମହିଳା କେନାଲରେ ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ। ଏହାପରେ କୋକସରା ପୋଲିସ ଏବଂ ଦମକଳ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦମକଳବାହିନୀ ସହାୟତାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ନିକ୍‌ ସ୍ପଟ୍‌: ‘ଢୁ ଢୁଆ’ ଜଳପ୍ରପାତ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି।...

ପ୍ରଚାର ମଇଦାନରେ ବର୍ଷା ପ୍ରିୟଦର୍ଶିନୀ, ଏଲିନା

ଯାଜପୁର ଅଫିସ,୨୧।୩: ଆସନ୍ତା ୨୪ ତାରିଖରେ ପୌର ନିର୍ବଚନ। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିବାରେ ଲାଗିଛି। ନିର୍ବାଚନୀ...

ଜିଲା ସଦର ଡାକ୍ତରଖାନାରେ ୫-ଟି ସଚିବ: ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ

ସମ୍ବଲପୁର, ୧।୧୧ (ବ୍ୟୁରୋ): ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ ୫-ଟି ସଚିବ ବି.କେ. ପାଣ୍ଡିଆନ ଗୁରୁବାର ଗସ୍ତକରି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି। ପ୍ରଥମେ...

ମାଛ ଧରିବାକୁ ଯାଇ ଆଉ ଘରକୁ ଫେରିଲେନି ବ୍ୟକ୍ତି

ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ମାଛ ଧରିବାକୁ ଯାଇ ସଞ୍ଜୟ ରାଉତ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ତାଙ୍କ...

ସିଗାରେଟ୍‌ କିଣିବା ବାହାନାରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌,ମଙ୍ଗଳସୂତ୍ର

ରାୟଗଡ଼ା,୬।୨(ସ୍ବ.ପ୍ର): ରାୟଗଡ଼ା ସହରରେ ନିୟମିତ ବ୍ୟବଧାନରେ ଲୁଟ୍‌, ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଲୁଟ୍‌ କରୁଛନ୍ତି ଚୋର। ତଥାପି...

ରାସ୍ତା ପାଲଟିଲା ଜନସମୁଦ୍ର

ବାଲେଶ୍ୱର ଅଫିସ,  ୨୨।୧ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୭ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟାର ଶୁକ୍ରବାର ଶେଷ ହୋଇଛି। ଶେଷ ଦିନରେ...

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌...

ରାତି ପାଠପଢ଼ାରେ ବିଦ୍ୟୁତ୍‌ ବାଧକ

ନାଉଗଁା,୨୨ା୬(ସୁଧା ବେହୁରା) ନାଉଗଁା ବ୍ଲକର ତିରୁଣା ପଞ୍ଚାୟତ ଦହିପାଳ(ବେଲକନ୍ଦା)ଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନିର୍ମାଣ ହୋଇଛି। ୯ କୋଟି ୯୯ ଲକ୍ଷ ୯୧ ହଜାର ଟଙ୍କା...

Advertisement
Archives

Model This Week