ନଦୀରୁ ମିଳିଲା ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ରାଉରକେଲା ଅଫିସ,୧୦।୧୦: ରାଉରକେଲା ଛେଣ୍ଡ୍‌ ଥାନା ଅଧୀନ ପ୍ରଧାନପାଲି ନିକଟ କୋଏଲ ନଦୀରୁ ଜଣେ ମହିଳାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହକୁ ଆରଜିଏଚ୍‌ ମର୍ଗରେ ରଖି ଘଟଣାର ତଦନ୍ତ କରୁଛି।

ସୋମବାର କୋଏଲ ନଦୀରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ହେଲେ ଏପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧୪/୨୨) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ

କଟକ ଅଫିସ,୬।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍‌ସିବି)ରେ ଚଳିତ ବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଚିହ୍ନଟ ହୋଇଛି। ହସ୍ପିଟାଲର ସ୍ବତନ୍ତ୍ର...

ଘର ବାରଣ୍ଡାରେ ପିଟି ହେଲା ବାଇକ: ଚାଲିଗଲା ଯୁବକଙ୍କ ଜୀବନ

ବୁଗୁଡ଼ା,୨୬ା୧୦(ଡି.ଏନ୍‌.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଳରୀ – ପଙ୍କଳବାଡି ମୁଖ୍ୟ ସଡ଼କ ନିକଟସ୍ଥ ପଙ୍କଜପଲ୍ଲୀଠାରେ ରବିବାର ସନ୍ଧ୍ୟାର ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ...

ଆମ ପୋଲିସ ପକ୍ଷରୁ ଚାରାରୋପଣ

ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର...

‘ପ୍ରତିଷ୍ଠା ହେଉ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର’

ବାଲେଶ୍ୱର ଅଫିସ,୨୧।୭- ବାଲେଶ୍ୱର ଜିଲାରେ ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ବୁଦ୍ଧିଜୀବୀ ଏକାଠି ହୋଇଛନ୍ତି। ସୋମବାର ପୂର୍ବାହ୍ନରେ ସହରର ଚାନ୍ଦମାରି ପଡ଼ିଆ ସ୍ଥିତ...

ଆଖଣ୍ଡଳମଣି ପୀଠ ବିକାଶ ଲାଗି ଖର୍ଚ୍ଚ ହେବ ୭୨ କୋଟି

ଆରଡ଼ି, ୧୪।୯ (ଡି.ଏନ.ଏ.): ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠର ବିକାଶ ପାଇଁ ମାଷ୍ଟରପ୍ଲାନ କାର୍ଯ୍ୟକାରୀ ହେବ। ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୭୨କୋଟି ଟଙ୍କା...

ବାଳିକା ଉଚ୍ଚ ବିଦ୍ୟାଳୟରୁ ଚୋରି କରି ୨ଗିରଫ

ବଡ଼ବିଲ,୧।୧୦(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗ ନଗର ବାଳିକା ଉଚ୍ଚ ବିଦ୍ୟାଳୟରୁ ବିଭିନ୍ନ ସାମଗ୍ରୀ ଚୋରୀ ଅଭିଯୋଗରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ...

ଦକ୍ଷତା ବୃଦ୍ଧି କର: ତଥାଗତ

ଭାପୁର,୮।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ବ୍ଲକ ଅନ୍ତର୍ଗତ ଭାପୁର ନିକଟ କୋଇଲିପଙ୍ଗି ସ୍ଥିତ ଦେବେନ୍ଦ୍ର ଶତପଥୀ ସ୍ମାରକୀ କଲେଜ ପରିସରରେ ରବିବାର ୯୦ ତମ ଦେବେନ୍ଦ୍ର ଶତପଥୀ...

ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି...

Advertisement
Archives

Model This Week