ପ୍ଲାଷ୍ଟିକ ଅଖାରେ ମହିଳାଙ୍କ ଗଳିତ ମୃତଦେହ, କିଏ ରଖିଲେ…

ଯାଜପୁର,୧୧।୮: ଯାଜପୁର ଜିଲା ଦୁଦୁରାଅନ୍ତା କୁଅଁରସାହି ଠାରେ ବୈତରଣୀନଦୀ ତୁଠରେ ଅଜଣା ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ଏହାକୁ ଏକ ପ୍ଲାଷ୍ଟିକ ଅଖା ମଧ୍ୟରେ ରଖାଯାଇଥିବା ଦେଖିବାକୁ ମିଳିଛି । ସୂଚନା ପାଇ ମଙ୍ଗଳପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ। ଏହାକୁ ଏଠାରେ କିଏ ରଖିଲେ ତାହା ଜଣାପଡ଼ି ନାହିଁ । ସାଇଣ୍ଟିଫିକ୍‌ ଟିମ ଆସି ତଦନ୍ତ କରିବା ପରେ ଏ ସମ୍ପର୍କରେ ଅଧିକ ସୂଚନା ମିଳିପାରିବ ବୋଲି ମଙ୍ଗଳପୁର ଥାନା ଆଇଆଇତ୍‌ସି ଚିନ୍ମୟୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri