ବଲାଙ୍ଗୀରରେ ହୋଟେଲ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଟାଉନ ଥାନା ପୋଲିସ…

ବଲାଙ୍ଗୀର,୨୦।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଅଭାବନୀୟ ଘଟଣା । ସହର ମୁଖ୍ୟ ରାସ୍ତା କଡ଼ରେ ଥିବା ହୋଟେଲରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି ।

ମୃତ ଯୁବକ ଜଣକ ମଧ୍ୟପ୍ରଦେଶ ଜବଲପୁର ନିବାସୀ ମହମ୍ମଦ ଇସାନ୍ (୨୭) ବୋଲି ଜଣାପଡ଼ିଛି। କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ । ବଲାଙ୍ଗୀର ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକନ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri