ଦାଦନ ଖଟିବାକୁ ଯାଇଥିଲେ: ଟ୍ରେନ ଲାଇନରୁ ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଟ୍ରେନ୍‌ ଲାଇନରୁ ଉଦ୍ଧାର ହୋଇଛି। ସେ ହେଲେ ଦେବାନନ୍ଦ ପୂଝାରୀ(୨୭)।

ମିଳିଥିବା ସୂଚନା ମୁତାବକ, ଦେବାନନ୍ଦ ୨ ମାସ ତଳେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ। ଗୁରୁବାର ସାରେ ହାଇଦ୍ରାବାଦସ୍ଥିତ ଏକ ଟ୍ରେନ ଲାଇନରେ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡିଥିବା ସେଠିକାର ଜିଆର୍‌ପିକୁ ଖବର ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ପୋଲିସ ମୃତକଙ୍କ ନିକଟରୁ ଆଧାର ଏବଂ ପାନ କାର୍ଡ ପାଇଥିଲା। ପରିଚୟ ପାଇ ପୋଲିସ ଫୋନ ଯୋଗେ ପରିବାରକୁ ଘଟଣା ସମ୍ପର୍କରେ ଜଣାଇଥିଲା। ତେବେ କେଉଁ ପରିସ୍ଥିତିରେ ଦେବାନନ୍ଦଙ୍କ ମୃତ୍ୟୁ ଘଟିଛି ତାହା ଜଣାପଡି ନାହିଁ। ଅନ୍ୟପକ୍ଷେ ରୋଜଗାରିଆ ପୁଅକୁ ହରାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି। ତେବେ ଖବର ପାଇ ସମ୍ପର୍କୀୟ ମୃତଦେହ ଆଣିବାକୁ ହାଇଦ୍ରାବାଦ ଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍‌ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ...

ଦିଲ୍ଲୀ ଗଲେ କୋଶଲ ରାଜ୍ୟ ସମନ୍ବୟ ସମିତି ପ୍ରତିନିଧି

ବରଗଡ଼ ଅଫିସ, ୨୩।୭: ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିନେଇ ମଙ୍ଗଳବାର ସକାଳୁ କୋଶଲ ରାଜ୍ୟ ସମନ୍ବୟ ସମିତିର ଏକ ପ୍ରତିନିଧି ଦଳ ଦିଲ୍ଲୀ ଗସ୍ତ...

ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ,...

CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

କେସ୍‌ ଡାଏରୀ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍‌ ଡାଏରୀ ଦାଖଲ ପାଇଁ କମିଶନରେଟ୍‌ ପୋଲିସ ଶୁକ୍ରବାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି...

ସିଧାସଳଖ ଅନ୍‌ଲାଇନରେ ପଞ୍ଜୀକୃତ କରିପାରିବେ ଚାଷୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାର କିମ୍ବା କୌଣସି ଏଜେନ୍ସିଙ୍କ ବିନା ସହାୟତାରେ ଚାଷୀମାନେ ସିଧାସଳଖ କେନ୍ଦ୍ର ସରକାରଙ୍କ ପିଏମ-କିଷାନ ନିଧି ଯୋଜନାରେ ନିଜକୁ ସାମିଲ କରି ପାରିବେ।...

କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଓଡ଼ିଶା ଦ୍ରବ୍ୟ, ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି...

ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ

କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍‌ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା...

Advertisement
Archives

Model This Week