ଟ୍ରେନ ଲାଇନରୁ ମିଳିଲା ମୃତଦେହ

କେସିଙ୍ଗା,୨୧।୧: ସମ୍ବଲପୁର ରେଳ ଡିଭିଜନ ଅଧୀନ କାଣ୍ଡେଲ ରୋଡ଼ଠାରୁ ୨ କି.ମି. ଦୂର ବୁଢ଼ୀପଦର ଗ୍ରାମ ଫାଟକ ନିକଟରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଜିଆର୍‌ପି ପୋଲିସ ଜବତ କରିଛି। ସେ ହେଲେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ପଞ୍ଚାୟତ ଗାକୁଳେଶ୍ୱର ଗ୍ରାମର ୩୪ ବର୍ଷୀୟ ଯୁବକ ଅନଙ୍ଗ ମାଝୀ। ଟ୍ରେନରେ କଟି ତାଙ୍କ ମୃତ୍ୟୁ ଘଟିଥିବା ଜିଆର୍‌ପି ପୋଲିସ ଅନୁମାନ କରୁଛି। ଏନେଇ ଜିଆର୍‌ପି ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ମୃତଦେହ ନିକଟରୁ ମିଳିଥିବା ଆଧାର କାର୍ଡରୁ ତାଙ୍କ ପରିଚୟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଗଣା ମା’ଙ୍କୁ ଜାଳିଦେବା ଘଟଣା : ଅଭିଯୁକ୍ତ ପୁଅ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ/ ପାଟଣାଗଡ/ ବେଲପଡା, ୮।୭ (ଡି.ଏନ୍‌.ଏ.) : ବଲାଙ୍ଗୀର ଜିଲା ବେଲପଡା ଥାନା ଅନ୍ତର୍ଗତ ରାଡବାହାଲ ଗାଁରେ ଶଯ୍ୟାଶାୟୀ ବୃଦ୍ଧା ମା’ଙ୍କ ଦେହରେ କିରୋସିନ...

ଶ୍ରେଣୀ ଗୃହରେ ମୋବାଇଲ ଫୋନ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ୍‌,୧୩ା୬-ଖରା ଛୁଟି ପରେ ଆସନ୍ତା ୧୯ତାରିଖରେ ସ୍କୁଲ ଖୋଲିବ। ଏହା ପୂର୍ବରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି...

ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ...

୪୨ ତୁମ୍ବର ବିନ୍ଧ, ୨୪ ଚକ କାମ ଶେଷ

ପୁରୀ ଅଫିସ, ୧୯ା୫: ଶ୍ରୀନହର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସୋମବାର ସୁଦ୍ଧା ସମସ୍ତ ୪୨ ତୁମ୍ବର ବିନ୍ଧ କାମ ଶେଷ ହୋଇଛି। ତିନିରଥର...

କିଡ଼୍‌ନୀ ରୋଗରେ ପୀଡ଼ିତ କ୍ଷୀରସିନ୍ଧୁ

କୋକସରା/ବେହେରା, ୧୨ା୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଁଚେତ୍‌ ଖୁଣ୍ଟିଅ ଗାଁର କ୍ଷୀରସିନ୍ଧୁ ଦୁର୍ଗା(୫୩)। ସେ ଆଏଜ୍‌କେ ବଛ୍‌ରେ ହେଲା କିଡ଼୍‌ନୀ ରୋଗ୍‌ରେ...

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ବିଧାୟକ

ବଡ଼ସାହି,୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ବଡ଼ସାହି ବିଧାୟକ ସନାତନ ବିଜୁଳି ମଙ୍ଗଳବାର ପରିଦର୍ଶନ କରିଛନ୍ତି। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ...

୬୦ ବର୍ଷୀୟ ଅଭିଯୁକ୍ତଙ୍କୁ ଦୁଇ ବର୍ଷ ଜେଲ

ଫୁଲବାଣୀ ଅଫିସ, ୧୦ା୨: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ...

ଡାକ୍ତରଖାନା ଛାତରୁ ପ୍ଲାଷ୍ଟର ଖସି ମୃତ୍ୟୁ ଘଟଣା: ମୃତଦେହ ରଖି ରାସ୍ତାରୋକୋ

ବାରିପଦା ଅଫିସ,୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପିଆରଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ ଛାତରୁ ପ୍ଲାଷ୍ଟର ଖସି ଶାମାଖୁଣ୍ଟା ବ୍ଲକ ଅଧୀନ ପୋଡାରଅସ୍ତିଆ ଗ୍ରାମର ଚକ୍ରଧର...

Advertisement
Archives

Model This Week