୧୯ରେ କିଷାନ ଦିବସ ପାଳନ କରିବ ବିଓଆଇ

ଭୁବନେଶ୍ୱର,୧୮।୭ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘କିଷାନ ଦିବସ’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କ ସର୍ବଭାରତୀୟସ୍ତର (ସାରା ଦେଶ) ରେ ଏହି ଦିବସ ପାଳନ କରିବ ବୋଲି ବିଓଆଇ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ,୧୩.୬ ଲକ୍ଷ କୋଟି ଟଙ୍କାର ମୋଟ୍‌ ବ୍ୟବସାୟ ସହ ୫୧୦୦ରୁ ଅଧିକ ଶାଖା ନେଟ୍‌ୱର୍କ ଥିବା ବିଓଆଇ ୨୦୨୪ ଜୁଲାଇ ୧୯ରେ କିଷାନ ଦିବସ ପାଳନ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବିଓଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପି.ଆର୍‌.ରାଜାଗୋପାଳ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେହିଭଳି ରାଜାଗୋପାଳ ବିଓଆଇର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟଙ୍କ ସମେତ ବ୍ୟାଙ୍କର ୪ଟି ଅଞ୍ଚଳ ଯଥା ବାରିପଦା, ଭୁବନେଶ୍ୱର, କେନ୍ଦୁଝର ଏବଂ ସମ୍ବଲପୁର ଦ୍ୱାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏପରିକି ବ୍ୟାଙ୍କର ମୁଖ୍ୟ କାର୍ଯ୍ୟକ୍ରମ ପୁରୀର ପିପିଲିଠାରେ ଅନୁଷ୍ଠିତ ହେବ ବୋଲି ବିଓଆଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri