Posted inଜାତୀୟ

ନୁଡଲ୍ସ ଫ୍ୟାକ୍ଟ୍ରିରେ ଫାଟିଲା ବଏଲର, ୬ ମୃତ-୧୨ରୁ ଅଧିକ ଆହତ…

ମୁଜାଫରପୁର, ୨୬।୧୨: ବିହାରର ମୁଜାଫରପୁରଠାରେ ଥିବା ନୁଡଲ୍ସ୍‌ ଫ୍ୟାକ୍ଟ୍ରିରେ ଥିବା ବଏଲରରେ ଫାଟିବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ବଏଲର ପ୍ରଚଣ୍ଡ ବିସ୍ଫୋରଣ କରି ଫାଟି ଯାଇଥିଲା। ଏଥିରେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଉଦ୍ଧାରକାର୍ଯ୍ୟ ଯୁଦ୍ଧକାଳୀନ ଭିର୍ତ୍ତିିରେ ଜାରି ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗୁରୁତର ଅବସ୍ଥାରେ ଆହତମାନଙ୍କୁ ଚିକିତ୍ସାଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବଏଲର ବିସ୍ଫୋରଣ ଯୋଗୁ ଏହା ନିକଟରେ କାମ କରୁଥିବା ୪ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ବେଲା ଥାନା ଅନ୍ତର୍ଗତ ବେଲା ଫେଜ୍‌-୨ଠାରେ ଏଭଳି ଅଘଟଣ ଘଟିଛି। ବିସ୍ଫୋରଣଯୋଗୁ ମୃତକଙ୍କ ମୃତଦେହ କ୍ଷତବିକ୍ଷତ ହୋଇ ଯାଇଥିବାରୁ ଏହାକୁ ଚିହ୍ନଟ କରିବା କଷ୍ଟକର ହେଉଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହା ନିକଟରେ ଥିବା ଅନ୍ୟ କେତେକ ଫ୍ୟାକ୍ଟ୍ରି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବଏଲର କିଭଳି ଫାଟିଲା ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri