ବିଓଆଇର ୨ୟ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୫ା୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ) ର ୨ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷ ସେପ୍ଟେମ୍ବର ଶେଷ ସୁଦ୍ଧା ୭୧% ଅଭିବୃଦ୍ଧି ସହ କ୍ରମାଗତ ଲାଭରେ ବ୍ୟାଙ୍କର ଆୟ ୯୬୦ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିପରି ବ୍ୟାଙ୍କର ଅପରେଟିଂ ମାର୍ଜିନ୍‌ରେ ମଧ୍ୟ ବୃଦ୍ଧି ଘଟିଛି। ବ୍ୟାଙ୍କ ୨ୟ ତ୍ରୈମାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗରେ ମଧ୍ୟ ଉଲ୍ଲେଖନୀୟ ଉନ୍ନତି ପ୍ରଦର୍ଶନ କରିଛି। ବ୍ୟାଙ୍କର କାର୍ଯ୍ୟକାରୀ ଲାଭ କ୍ରମାଗତ ଭାବେ ୨୬% ଓ ୫୫% କୁ ବୃଦ୍ଧି ପାଇ ୩, ୩୭୪ କୋଟି ଟଙ୍କାରେ ପହଞ୍ଚତ୍ଛି।
ଭବିଶେଷକରି କ୍ୟୁଓକ୍ୟୁ ଆଧାରରେ ଉଭୟ ରିଟର୍ନ ଅନ୍‌ ଆସେଟ୍ସ ଏବଂ ରିଟର୍ନ ଅନ୍‌ ଇକ୍ୱିଟି ଯଥାକ୍ରମେ ୧୮ ବିପିଏସ୍‌ ଏବଂ ୩୨୧ ବିପିଏସ୍‌କୁ ବୃଦ୍ଧି ପାଇଛି। ନେଟ୍‌ ଇଣ୍ଟରେଷ୍ଟ ମାର୍ଜିନ୍‌ରେ ମଧ୍ୟ ୩.୦୪% ଅଭିବୃଦ୍ଧି ଘଟି ୪୯ ବିପିଏସ୍‌ ବୃଦ୍ଧି ପାଇଛି। ବ୍ୟାଙ୍କର ମୋଟ୍‌ ସୁଧ ଆୟ ୪୪% ଅଭିବୃଦ୍ଧି ହାରରେ ୫,୦୮୩ କୋଟି ଟଙ୍କାରେ ପହଞ୍ଚତ୍ଛି, ଯାହା କ୍ରମାଗତ ଭାବେ ୨୫% ବୃଦ୍ଧି ପାଇଛି। ବ୍ୟାଙ୍କ ଅଗ୍ରିମରେ ମଧ୍ୟ ୭.୨୧% ବଢି ୬୩ ଓ ୨୦ ବିପିଏସ୍‌କୁ ବୃଦ୍ଧି ଘଟିଛି। ବ୍ୟାଙ୍କର କାସା ଡିପୋଜିଟ୍‌ରେ ମଧ୍ୟ ୪.୦୫% ଅଭିବୃଦ୍ଧି ଘଟିଛି। ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୮.୫୧% ଓ ନେଟ୍‌ ଏନ୍‌ପିଏ ୧.୯୨% କୁ ହ୍ରାସ ପାଇଛି। ବ୍ୟାଙ୍କର ସ୍ଲିପେଜ୍‌ ଅନୁପାତ ୦.୬୯%ରୁ ୦.୩୦%କୁ ବୃଦ୍ଧି ପାଇଛି। ଆୟ ଅନୁପାତ ୪୮.୧୦%କୁ ବୃଦ୍ଧି ଘଟିଥିବା ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଧନୁର୍ଦ୍ଧରଙ୍କ ଘରେ ପଶିଲା ଭିଜିଲାନ୍ସ: ୪ ସ୍ଥାନରେ ଚାଲିଛି ଖୋଳତାଡ଼

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧୀକ୍ଷକ(ଅଫିସ ସୁପରିଟେଣ୍ଡେଣ୍ଟ) ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri