ବିଓଆଇର ଏନବିଜି ଉଦଘାଟିତ

ଭୁବନେଶ୍ୱର,୩।୧: ବ୍ୟାଙ୍କ ଅଫ ଇଣ୍ଡିଆ (ବିଓଆଇ)ର ନୂତନ ସେବା ‘ନ୍ୟାଶନାଲ ବ୍ୟାଙ୍କିଙ୍ଗ ଗ୍ରୁପ’ (ଏନବିଜି) ବିଓଆଇର ଜୟଦେବ ବିହାରସ୍ଥିତ ପ୍ରମୁଖ ଶାଖା (ଷ୍ଟାର ହାଉସ)ର ପ୍ରଥମ ମହଲାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବିଓଆଇର ଏମଡି ତଥା ସିଇଓ ଏ.କେ. ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଓଡିଶା ବର୍ତ୍ତମାନ ଏକ ବିକଶିତ ରାଜ୍ୟରେ ପରିଣତ ହୋଇଛି। ଏଠାକାର ପରିବେଶ ଓ ପ୍ରଶାସନ ବିଶେଷ ବ୍ୟବସାୟିକ ମନୋଭାବ ପ୍ରଦର୍ଶନ କରୁଥିବାରୁ ନୂଆ ସମ୍ଭାବନା ସୃଷ୍ଟି ହୋଇଛି। ରାଜ୍ୟର ବିକାଶ ଓ ବ୍ୟବସାୟିକ ପରିସ୍ଥିତିର ସମ୍ଭାବନାକୁ ଆଖି ଆଗରେ ରଖି ବ୍ୟାଙ୍କ ଓଡିଶାର ଭୁବନେଶ୍ୱରଠାରେ ଏହି ନୂତନ ସେବା ଏନବିଜିର ଶୁଭାରମ୍ଭ କରିଥିବା ବିଷୟରେ ଦାସ ବିସ୍ତୃତ ଆଲୋକପାତ କରିଥିଲେ। ବିଶେଷ କରି ବିଓଆଇ ରିଟେଲ, ଏମଏସଏମଇ, କୃଷି ଓ କର୍ପୋରେଟ କ୍ଷେତ୍ରକୁ ଅଧିକ ଗୁରୁତ୍ୱାରୋପ କରୁଥିବା ଦାସ ମତବ୍ୟକ୍ତ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବିଓଆଇ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?