ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ ରଖିଛି।

ଅଭିଯୋଗ ଅନୁଯାୟୀ ସ୍କୁଲରେ ଟ୍ୟୁସନ୍ ସରିବା ପରେ ପୀଡ଼ିତାଙ୍କୁ ତାଙ୍କର ସହପାଠୀମାନେ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଜଘନ୍ୟ କାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଘଟଣାଟି ଲୋକଲୋଚନକୁ ଆସିଥିଲା।

ପୀଡ଼ିତାଙ୍କ ସମ୍ପର୍କୀୟମାନେ ବଲାଙ୍ଗିର ଏସପିଙ୍କ ଦ୍ୱାରସ୍ଥ ହେବା ପରେ ପୋଲିସ ତତ୍ପରତା ପ୍ରକାଶ କରି ୫ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଭିଡିଓ ଭାଇରାଲ ହେବା ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ଏବଂ ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri