ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁଧୀର ରଞ୍ଜନ ମିଶ୍ରଙ୍କ ପରଲୋକ

ବଲାଙ୍ଗିର,୪।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ତୁଳସୀ ନଗର ନିବାସୀ ତଥା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସୁଧୀର ରଞ୍ଜନ ମିଶ୍ର (୬୧)ଙ୍କର ପରଲୋକ ଘଟିଛି। କିଛି ଦିନ ଧରି ଅସୁସ୍ଥ ଥିବା ମିଶ୍ରଙ୍କର ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ଚାଲିଥିଲା।

ଶୁକ୍ରବାର ତାଙ୍କ ଦେହ ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ସେହି ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ପରଲୋକ ସମୟରେ ପତ୍ନୀ ଜ୍ୟୋତ୍ସ୍ନା, ଦୁଇ ପୁଅ ପ୍ରତ୍ୟୁଷ ଓ ପ୍ରତୀକଙ୍କ ସମେତ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।

ମିଶ୍ର ଜଣେ ମେଳାପି ଓ କର୍ମଠ ବ୍ୟକ୍ତି ଭାବରେ ସୁପରିଚିତ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇବା ପରେ ବଲାଙ୍ଗିର ସହରର ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ପଡ଼ାବାସୀ ତାଙ୍କ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଶନିବାର ବଲାଙ୍ଗିର ସହର ବିଭୂତିପଡ଼ା ସ୍ୱର୍ଗ ଦ୍ଵାର ଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ବଡ଼ ପୁଅ ପ୍ରତ୍ୟୁଷ ରଞ୍ଜନ ମିଶ୍ର ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍‌ ହେଲା ଲକ୍ଷ୍ମୀ ହସ୍ପିଟାଲ

ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି । ଏହା…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri