ବୋଲେରୋ ପୋଡିଦେଲେ ଦୁର୍ବୃତ୍ତ

ବଡବିଲ, ୮।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚଡି ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡିଦେଇଥିବା ଜଣାପଡିଛି। ଏହି ବୋଲେରୋ ହେଉଛି ପିଏଚଡି ଅଞ୍ଚଳରେ ରହୁଥିବା ଶୁୁକଦେବ ଖଣ୍ଡିତଙ୍କର। ଏ ନେଇ ଶୁୁକଦେବ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲେ। ତେବେ କାହିଁକି ଏବଂ କିଏ ନିଆଁ ଲଗାଇଲେ ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri