ବୋଲେରୋ ପୋଡିଦେଲେ ଦୁର୍ବୃତ୍ତ

ବଡବିଲ, ୮।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚଡି ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ବୋଲେରୋକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡିଦେଇଥିବା ଜଣାପଡିଛି। ଏହି ବୋଲେରୋ ହେଉଛି ପିଏଚଡି ଅଞ୍ଚଳରେ ରହୁଥିବା ଶୁୁକଦେବ ଖଣ୍ଡିତଙ୍କର। ଏ ନେଇ ଶୁୁକଦେବ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲେ। ତେବେ କାହିଁକି ଏବଂ କିଏ ନିଆଁ ଲଗାଇଲେ ତାହା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri