ବୋଲେରୋ-କାର ମୁହାଁମୁହିଁ ଧକ୍କା: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ୧୬ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ଛକ ନିକଟରେ ସୋମବାର ବୋଲେରୋକାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏପରିକି ୧୩ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଅପରାହ୍ନରେ କେନ୍ଦ୍ରାପଡ଼ା ଅଞ୍ଚଳର ଏକ ବୋଲେରୋ ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ସେତିକିବେଳେ ବାଲୁଗାଁ ପଟୁ ଏକ କାର୍‌ ଆସୁଥିଲା। ହେଲେ ଏକ ଅଟୋ ରାସ୍ତା ଉପରକୁ ପଶି ଆସିବାରୁ ବୋଲେରୋ ଏବଂ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁକରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri