କୂଅ ଭିତରକୁ ପଶିଗଲା ବୋଲେରୋ: ଗାଡ଼ି ଭିତରେ ଥିଲେ ଭାଜପା କର୍ମୀ

ପାଟଣା,୫।୩(ବୀର କିଶୋର ଦାଶ): କୂଅ ଭିତରକୁ ପଶିଗଲା ବୋଲେରୋ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ମୋଦି ସାହି ବାଙ୍କ ନିକଟରେ। ମଙ୍ଗଳବାର ଏକ ବୋଲେରୋ ଭାରସାମ୍ୟ ହରାଇ ବଗିଚାର ଏକ କୂଅ ଭିତରେ ଗଳିପଡ଼ିଛି।
ସୂଚନାଅନୁଯାୟୀ, ବୋଲେରୋଟି ବାଙ୍କ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସ୍ଥାନୀୟଲୋକେ ଆହତଙ୍କୁ ଉଦ୍ଧାର କରିଛନ୍ତି। ବୋଲେରୋରେ ଥିବା ଡ୍ରାଇଭରଙ୍କ ସହ ୨ଭାଜପା କର୍ମୀଙ୍କୁ ଉଦ୍ଧାରକରାଯାଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଅଗ୍ନିଶମବାହିନୀ ଗାଡ଼ିକୁ କୂଅରୁ କାଢ଼ିବାକୁ ଲାଗିପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

ଧାରଣା ଉଠିଲା, ଉଠିନାହିଁ ଧାନ: ପୁଣି ହୋଇପାରେ…

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ):ଚଳିତ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ବିଭାଗୀୟ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବଞ୍ଚିତ ହୋଇ ଜିଲାର ଅନେକ ଚାଷୀ…

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri