ବାଇକ୍‌କୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ପାଟଣାଗଡ଼,୧୨।୧୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ
କୁତମୁଣ୍ଡା ଗ୍ରାମ ନିକଟରେ ଶନିବାର ସକାଳେ ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ଜଣେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ସୁନାମୁଦି ଗ୍ରାମର ସାଧୁ ସେଠ୍‌ (୪୦) ସ୍ତ୍ରୀ ପୂର୍ଣ୍ଣବାସୀ ସେଠ (୩୫) ସକାଳୁ ଏକ ବାଇକ୍‌ରେ ପାଟଣାଗଡରୁ ଗାଁକୁ ଫେରୁଥିବା ବେଳେ କୁତମୁଣ୍ଡା କାହ୍ନା ନର୍ସରୀ ରାସ୍ତାରେ ଏକ ବୋଲେରୋ ତାଙ୍କୁ ସାମ୍ନାରୁ ଧକ୍କା ଦେଇଥିଲା। ଏଥିରେ ଉଭୟ ସ୍ବାମୀ ଏବଂ ସ୍ତ୍ରୀ ଗୁରୁତର ହୋଇଥିଲେ। ଲୋକେ ଉଦ୍ଧାର କରି ତାଙ୍କୁ ପାଟଣାଗଡ ଉପଖଣ୍ଡ ଚିକିସତ୍ାଳୟରେ ଭତ୍ତି କରିଥିଲେ। ସେଠାରେ ଡାକ୍ତର ସାଧୁଙ୍କୁ ମୃତ ଘୋଷଣା କରିଥିବା ବେଳେ ପୂର୍ଣ୍ଣବାସୀ ସଙ୍କଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ହସପିଟାଲକୁ ସ୍ଥାନାନ୍ତର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି କ୍ରାଇମବ୍ରାଞ୍ଚ

ରାୟଗଡ଼ା,୩୦।୧୨(ସ୍ବ.ପ୍ର.): ବିଦାନୋଭ ଓ ପାଭେଲଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ପାଇଁ ରାୟଗଡ଼ାଠାରେ ଶୁକ୍ରବାର କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଟିମ୍‌ ପହଞ୍ଚି ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ...

କାମରେ ଆସୁନି ଗୋଷ୍ଠୀ ଶୌଚାଳୟ

କେସିଙ୍ଗା,୧୪।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବଗାଡ ଗ୍ୟାସ ଗୋଦାମ ନିକଟରେ ଥିବା ଖଲିଆ ବନ୍ଧହୁଡ଼ା ଉପରେ କେସିଙ୍ଗା ଏନ୍‌ଏସି ପକ୍ଷରୁ ୬ ଲକ୍ଷ ଟଙ୍କାରେ ନିର୍ମିତ...

ଏଡ୍‌ସର ବିଷ ବଳୟରେ ସୁବର୍ଣ୍ଣପୁର ଜିଲା

ସୋନପୁର,୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଏଡ୍‌ସ କାୟା ବିସ୍ତାର କରି ଚାଲିଛି । ସରକାରୀ ହିସାବରେ ଜିଲାରେ ଏଚଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୧। ଆକ୍ରାନ୍ତଙ୍କ ମଧ୍ୟରେ...

ଜିରା ବ୍ରିଜ୍‌ ପାଇଁ ରାସ୍ତାରୋକୋ

ବରଗଡ଼ ଅଫିସ୍‌,୧।୧୦: ବରଗଡ଼-ଅମ୍ବାପାଲିକୁ ସଂଯୋଗ ପାଇଁ ଚାଲିଥିବା ନୂତନ ଜିରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ୪ବର୍ଷ ପରେ ମଧ୍ୟ ସରିନାହିଁ। ଏହି ନଦୀ ଉପରେ ନିର୍ମିତ...

କ୍ଷୀରକୁ ମିଳୁନି ସରକାରୀ ଦର

ବଇଣ୍ଡା,୬ା୧୧ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବଢ଼ାଇବା ପାଇଁ ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗୁଡ଼ିକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ହେଲେ ସରକାରୀ ଦରରେ...

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ...

ବେଳାଭୂମି ସଫେଇ ସହ ସ୍ବଚ୍ଛତା ବାର୍ତ୍ତା ଦେଲେ ଆଇନଜୀବୀ

ପୁରୀ ଅଫିସ,୧୦ା୮: ପୁରୀ ଜିଲା ପ୍ରଶାସନ ପକ୍ଷରୁ ବେଳାଭୂମି ସ୍ବଚ୍ଛତା ପାଇଁ ଚାଲିଛି ‘ମୋ ବିଚ୍‌’ ଅଭିଯାନ। ଏଥିପ୍ରତି ଜନସାଧାରଣଙ୍କ ସମର୍ଥନ ବଢିବାରେ ଲାଗିଛି। ଶନିବାର...

ଭିଜିଲାନ୍ସ ଜାଲରେ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡ଼ା ଅଫିସ,୯ା୧: ରାୟଗଡ଼ା ଜିଲା କୋଲନରା ବ୍ଲକର ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି...

Advertisement
Archives

Model This Week