କାମସାରି ଫେରୁଥିବା ବେଳେ ଓଲଟିଲା ବୋଲେରୋ, ପରେ…

ଥୁଆମୂଳ ରାମପୁର, ୧ା୧୨ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସଦରରେ ରବିବାର ରାତିରେ ଏକ ବୋଲେରୋ ଓଲଟିବାରୁ ଏଥିରେ ଥିବା ୮ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ ରାତି ପ୍ରାୟ ସାଢେ ୮ଟା ସମୟରେ ଓଡି୦୮କେ-୮୮୫୫ ନମ୍ବର ବିଶିଷ୍ଟ ବୋଲେରୋରେ ନକରୁଣ୍ଡି ଗ୍ରାମପଞ୍ଚାୟତ ମୋହନଗିରୀ ଗ୍ରାମର ୮ ଜଣ ଲୋକ ଏକ ସାମାଜିକ କାର୍ଯ୍ୟରେ ଡୁମରପଦର ଯାଇଥିଲେ। କାମସାରି ସେମାନେ ଫେରୁଥିବା ବେଳେ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପାଖ ବୁଲାଣି ରାସ୍ତାରେ ବୋଲେରୋ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ ଆହତ ଲୋକଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରି ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡ଼୍ରାଇଭର ଅଜିତ ନାଏକ (୩୫)ଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ କେତେଜଣ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ନୂଆଁଖାଇ ପୂର୍ବରୁ ସମ୍ପନ୍ନ ହେଲା ରୁଗିବଲା ଯାତ୍ରା, ଛେଳି-କୁକୁଡ଼ା ବଳି….

ରିଷିଡା,୮।୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ଆଉ ଦିନ କେଇଟା ପରେ ପାଳନ କରାଯିବ । ଏହି ଉପଲକ୍ଷେ କଳାହାଣ୍ତି ଜିଲା କର୍ଲାମୁଣ୍ଡା ବ୍ଲକର…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri