୨୦୧୭ରେ ନୂଆସାହି ବଜାରରୁ ବୋଲୋରୋ ଚୋରି ଘଟଣା: ଦୁଇ ବର୍ଷ ପରେ ଅଭିଯୁକ୍ତ ଗିରଫ

କପ୍ତିପଦା,୧୭।୫(ଡି.ଏନ୍‌.ଏ.): ୨୦୧୭ ମସିହାର ଏକ ବୋଲେରୋ ଚୋରି ଘଟଣାରେ କପ୍ତିପଦା ପୋଲିସକୁ ସଫଳତା ମିଳିଛି। ଦୀର୍ଘ ଦୁଇ ବର୍ଷ ପରେ ପୋଲିସ ଅଭିଯୁକ୍ତ ଠାକୁରମୁଣ୍ଡା ଥାନା ଅଧୀନ ଖୁଣ୍ଟାପୋଷୀ ଗ୍ରାମର ଭୀମସେନ ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେହିଭଳି ଘଟଣାର ମୁଖ୍ୟ ଅଭିଯୁକ୍ତ ସର୍ଫରାଜ ଖାନ୍‌ ଓ ବୁଲେଟ୍‌ଙ୍କୁ ସମ୍ବଲପୁର ଅଇଁଠାପାଲି ଥାନା ପୋଲିସ ଗିରଫ କରିବା ପରେ ସେମାନେ ଜେଲରେ ଥିବା ଜଣାପଡ଼ିଛି।
ବୋଲେରୋଟି ନୂଆସାହି ବଜାରରେ ଥିବା ଏକ ବିଦେଶୀ ମଦ ଦୋକାନ ଆଗରେ ଛିଡ଼ା ହୋଇଥିବା ବେଳେ ଚୋରି ହୋଇଥିଲା। ଭୀମସେନ ଗାଡ଼ିକୁ ଚୋରି କରିବା ପରେ ମୁଖ୍ୟ ଅଭିଯୁକ୍ତମାନେ ତାଙ୍କୁ ୫ହଜାର ଟଙ୍କା ଦେଇ ଗାଡ଼ି ନେଇ ଫେରାର ହୋଇଯାଇଥିଲେ। ଏ ନେଇ ଗାଡ଼ି ମାଲିକ ସୁବଳ ମହାନ୍ତି କପ୍ତିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ମାମଲା(ନଂ-୧୧୨/୧୭) ରୁଜୁ କରି ତଦନ୍ତ ଜାରି ରଖିଥିଲା। ଶେଷରେ ସିସିଟିଭି ଫୁଟେଜ୍‌ ଓ ତଦନ୍ତ ଆଧାରରେ ଭୀମସେନଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?