କ୍ରାଶ ହେଲା ବ୍ୟାଙ୍କ ନୋଟ ନେଇ ଯାଉଥିବା ବିମାନ: ୧୫ ଜଣଙ୍କ ମୃତ୍ୟୁ, ୩୦ରୁ ଅଧିକ ଆହତ

ଲା ପାଜ,୨୮।୨: ଦକ୍ଷିଣ ଆମେରିକୀୟ ଦେଶ ବୋଲିଭିଆରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରାଜଧାନୀ ଲା ପାଜ ନିକଟସ୍ଥ ଏଲ ଅଲ୍ଟୋ ସହରରେ ଏକ ବୋଲିଭିଆନ ବାୟୁସେନା ହର୍କୁଲେସ C-130 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣ ଲୋକ ପ୍ରାଣ ହରାଇଛନ୍ତି ଏବଂ ୩୦ ରୁ ଅଧିକ ଆହତ ହୋଇଛନ୍ତି। ମୃତଦେହଗୁଡ଼ିକୁ ଉଦ୍ଧାର କରାଯାଇ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ଏହି ଘଟଣାର ଅନେକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି।

ରିପୋର୍ଟ ଅନୁଯାୟୀ, ସ୍ଥାନୀୟ ସମୟ ପ୍ରାୟ ସନ୍ଧ୍ୟା ୬ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ବିମାନଟି ଅବତରଣ କିମ୍ବା ଉଡ଼ାଣ ସମୟରେ ରନୱେରୁ ଖସି ପଡ଼ିଥିବା ଜଣାପଡ଼ିଛି। ଏହା ପରେ ବିମାନବନ୍ଦରର ସୀମା ଜାଲ ଭାଙ୍ଗି ରାସ୍ତାରେ ଖସି ପଡ଼ିଥିଲା। ବିମାନଟି ଅନେକ କାର ଏବଂ ଅନ୍ୟାନ୍ୟ ଯାନବାହନ ସହିତ ଧକ୍କା ହୋଇଥିଲା। ଧକ୍କା ଏତେ ତୀବ୍ର ଥିଲା ଯେ ଅନେକ ଯାନ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା। ଅଗ୍ନିଶମ ମୁଖ୍ୟ ପାଭେଲ ଟୋଭାର୍‌ ସ୍ପଷ୍ଟ କରି ନାହାଁନ୍ତି ଯେ ମୃତକମାନେ ବିମାନରେ ଥିଲେ କି ସହରର ବିମାନବନ୍ଦର ନିକଟ ହାଇୱେରେ କ୍ଷତିଗ୍ରସ୍ତ କାରରେ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri