ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି

ଲା ପାଜ୍‌,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା ଭଳି ଘଟଣା ଘଟିଛି ବଲିଭିଆ ପାର୍ଲାମେଣ୍ଟରେ। ପୂର୍ବତନ ରାଷ୍ଟ୍ରପତି ଜେନିନ୍‌ ଅନେଜ୍‌ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ ମଙ୍ଗଳବାର ମୁହାଁମୁହିଁ ହୋଇଥିଲେ।

ମାସ ପାର୍ଟିର ଆଣ୍ଟୋନିଓ କୋଲକ୍ୟୁ ଓ ବିରୋଧୀ ଦଳର ନେତା ହେନରୀ ମଣ୍ଟେରିଓ ପରସ୍ପରକୁ ମୁଥ ଉପରେ ମୁଥ ମାରିଥିଲେ। ସେମାନଙ୍କୁ ଅଲଗା କରିଥିଲେ ପାର୍ଲାମେଣ୍ଟର ଅନ୍ୟ ସଦସ୍ୟମାନେ। ତାପରେ ଦୁଇ ମହିଳା ସିନେଟରଙ୍କ ମଧ୍ୟରେ ଆରମ୍ଭ ହୋଇଥିଲା ଫାଇଟ୍‌। ଉଲ୍ଲେଖଥାଉ କି, ମାର୍ଚ୍ଚରେ ରାଷ୍ଟ୍ରପତି ଜେନିନ୍‌ଙ୍କୁ ଆତଙ୍କବାଦ, ଅର୍ଥ ହେରଫେର, ଷଡ଼ଯନ୍ତ୍ର ଭଳି ସଙ୍ଗିନ ମାମଲାରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ଭୟାବହ ସ୍ଥିତି ଆଶଙ୍କା

ଡାର୍‌ ମାନ୍‌ଗି (ପାକିସ୍ତାନ), ୨୯।୧୨: ଆତଙ୍କବାଦୀ ଏବଂ ମୌଳବାଦୀ ସଙ୍ଗଠନ ଲାଗି କରୋନା ଟିକାକରଣ ପ୍ରଭାବିତ ହୋଇପାରେ। ବିଶେଷକରି ମୁସ୍‌ଲିମ୍‌ ବହୁଳ ଦେଶର ଏହି ଆଶଙ୍କା...

ମୂଳ ଭାରତୀୟ ଆରଓ ଖାନ୍ନା ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା…

ଓ୍ବାଶିଂଟନ,୧୪।୧ : ଭାରତୀୟ-ଆମେରିକୀୟ କଂଗ୍ରେସ କର୍ମୀ ଆରଓ ଖାନ୍ନା କହିଛନ୍ତି ଯେ ସେ କାଲିଫର୍ନଆରୁ ସିନେଟ ପାଇଁ ପ୍ରାର୍ଥୀ ହୋଇପାରନ୍ତି। ତାଙ୍କ ଘୋଷଣା ପରେ ଡେମୋକ୍ରାଟିକ...

ଓମିକ୍ରନ୍‌ ଆତଙ୍କ, ୫ ରୁ ୧୪ ବର୍ଷ ବୟସ୍କ ପିଲାଙ୍କ ପାଇଁ ଅଧିକ ବିପଦ…

ଜେନେଭା,୮।୧୨: ଦକ୍ଷିଣ ଆଫ୍ରିକାରୁ ସମଗ୍ର ବିଶ୍ୱରେ ବ୍ୟାପିଥିବା ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟର ବାତାବରଣ ଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପିଲାମାନଙ୍କଠାରେ ସଂକ୍ରମଣ...

ମୃତ୍ୟୁସଂଖ୍ୟା ୫୦ ହଜାର ଟପିଲା

ଓ୍ବାଶିଂଟନ/ଲଣ୍ଡନ/ପ୍ୟାରିସ୍‌, ୩ା୪: ମହାମାରୀ କରୋନା ଭାଇରସ୍‌ ବିଶ୍ୱବ୍ୟାପୀ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି କ୍ରମଶଃ ଭୟଙ୍କର ହୋଇପଡ଼ିଛି। ବିଶ୍ୱର ୨୦୩ ଦେଶକୁ ସଂକ୍ରମିତ ହୋଇଥିବା ଏହି...

କରୋନା ସମୟରେ ସନ୍ତାନ ପ୍ରସବ କଲେ ମିଳିବ ଟଙ୍କା

କରୋନା ଜୀବାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଛି। ଏହି ପରିସ୍ଥିତିରେ, ଏମିତି ଏକ ଦେଶ ଅଛି, ଯେଉଁଠି ନାଗରିକମାନଙ୍କୁ ସନ୍ତାନ ପ୍ରସବ ପାଇଁ ପ୍ରୋତ୍ସାହନ...

ଚାଇନାକୁ ପୁଣି ବଡ଼ ଝଟ୍‌କା: ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ ଡିଲିଟ୍‌

ଓ୍ବାଶିଂଟନ୍‌, ୬।୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ...

୨୦୨୫ରେ ହେବ ଭାରତ-ଚାଇନା ମଧ୍ୟରେ ମହାଯୁଦ୍ଧ!

ଓ୍ବାଶିଂଟନ୍‌,୨୯।୧: ଦୁଇ ବର୍ଷ ମଧ୍ୟରେ ଚାଇନା ଏବଂ ଆମେରିକା ମଧ୍ୟରେ ମହାଯୁଦ୍ଧ ହେବାର ସମ୍ଭାବନା ଅଛି। ଆମେରିକାର ବାୟୁସେନାର ବରିଷ୍ଠ ଜେନେରାଲଙ୍କ ଦାବି ପରେ ବିଶ୍ୱ...

ନେପାଳକୁ ଚାଇନାର ନାଲିଆଖି…

କାଠମାଣ୍ଡୁ, ୧୪।୧୨: ନେପାଳର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର କମ୍ୟୁନିଷ୍ଟ ସରକାର ନିଜର ହସ୍ତକ୍ଷେପ ନୀତି ଜାରି ରଖିଛନ୍ତି। ଏବେ ଚାଇନା ନେପାଳକୁ ନାଲି ଆଖି ଦେଖାଇବା...

Advertisement
Archives

Model This Week