ଏହି ବଲିଉଡ୍‌ ଅଭିନେତା କୋଟିଏ ଟଙ୍କା ଦାନ କଲେ …

ମୁମ୍ବାଇ,୨୫।୪: କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ସ୍ଥିତି ସୃଷ୍ଟି କରିଛି। ସବୁବେଳେ ପୀଡ଼ିତଙ୍କ ପ୍ରତି ସହାନୁଭୁତି ପ୍ରକାଶ କରୁଥିବା ବଲିଉଡ୍‌ ଅଭିନେତା ଖିଲାଡ଼ି ବୟ ଅକ୍ଷୟ କୁମାର କରୋନା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ଆର୍ଥିକ ଅନୁଦାନ ଯୋଗାଇ ଦେବାକୁ ପୂର୍ବତନ କ୍ରିକେଟର ତଥା ଏମ୍‌ପି ଗୌତମ ଗମ୍ଭୀର ଫାଉଣ୍ଡେଶନକୁ କୋଟିଏ ଟଙ୍କାର ସହାୟତା ପ୍ରଦାନ କରିଛି। ଅକ୍ଷୟଙ୍କ ଏହି ବଦାନ୍ୟତା ପାଇଁ ଗମ୍ଭୀର ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି। ଏଭଳି ସଙ୍କଟ ସମୟରେ ସଭିଏଁ ଏଭଳି ସହାୟତା କରିବା ଆବଶ୍ୟକ। ଏହି ଆର୍ଥିକ ସହାୟତା ଦ୍ୱାରା ଭୋକ ଉପାସରେ ରହିଥିବା ଲୋକଙ୍କୁ ଆବଶ୍ୟକ ଖାଦ୍ୟ ଯୋଗାଇ ଦିଆଯିବ। ଏହା ସହିତ ଲୋକଙ୍କୁ ଔଷଧ ଏବଂ ଅକ୍ସିଜେନ୍‌ ଯୋଗାଣ କାର୍ଯ୍ୟ ମଧ୍ୟ କରାଯିବ ବୋଲି ଗମ୍ଭୀର କହିଛନ୍ତି। କୋଟିଏ ଟଙ୍କା ଦାନ କରିବା ପରେ ଅକ୍ଷୟ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଏଭଳି ସଙ୍କଟ ସମୟରେ ମିଳିତ ଭାବେ ଲଢ଼େଇ କରିବା ଆବଶ୍ୟକ। ଶୀଘ୍ର ଏହି ସଙ୍କଟ ଦୂର ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ଚର୍ଚ୍ଚା: ୧୬ ମାସ ବିତିଲେ ବି ହୋଇନି ଅଦଳବଦଳ

ନୂଆଦିଲ୍ଲୀ, ୨୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ମେ ୩୦ରେ ଶପଥ ନେଇଥିଲେ। ଇତିମଧ୍ୟରେ ଦ୍ୱିତୀୟ କାର୍ଯ୍ୟକାଳର ୧୬ ମାସ ବିତିଛି। ତେବେ ବର୍ତ୍ତମାନ ସୁଦ୍ଧା...

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥିରେ...

ଜାମିନ ପରେ ବି ଜେଲରେ ରହିବେ ଅନୀଲ ଦେଶମୁଖ…

ମୁମ୍ବାଇ,୪।୧୦ : ଅର୍ଥ ହେରଫେର ମାମଲାରେ ବମ୍ବେ ହାଇକୋର୍ଟ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ଅନୀଲ ଦେଶମୁଖଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏକ...

ବେସରକାରୀ ଚାକିରୀରେ ସ୍ଥାନୀୟ ଯୁବକଙ୍କ ପାଇଁ ୭୫ ପ୍ରତିଶତ ପଦବୀ ସଂରକ୍ଷିତ

ଚଣ୍ଡିଗଡ଼,୩।୩ : ହରିୟାଣାରେ ଯୁବକଙ୍କ ପାଇଁ ବେସରକାରୀ କାକିରୀରେ ୭୫ ପ୍ରତିଶତ ପଦବୀ ସଂରକ୍ଷିତ ରହିବ। ତେବେ ମାସିକ ୫୦ ହଜାରରୁ କମ୍‌ ଦରମା ମିଳୁଥିବା...

ମଣିପୁର ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା

ଇମ୍ଫାଲ,୧୨।୯: ମଣିପୁରର କାଙ୍ଗପୋକପି ଜିଲାରେ ମଙ୍ଗଳବାର ନିଷିଦ୍ଧ ଉଗ୍ରବାଦୀଙ୍କ ସମୂହ ୩ ଜଣ ଗ୍ରାମବାସୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏହି ୩ ଜଣ କୁକି...

ଆସାମ-ମେଘାଳୟ ସୀମାରେ ଅଶାନ୍ତି

ଗୁଆହାଟୀ/ ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମେଘାଳୟର ଓ୍ବେଷ୍ଟ ଜାଇନ୍ତିଆ ହିଲ୍ସର ମୁକ୍‌ରୋହ ଗ୍ରାମରେ ମଙ୍ଗଳବାର ଭୋର ସମୟରେ ବେଆଇନ କାଠ ଚାଲାଣକୁ ନେଇ ହିଂସାକାଣ୍ଡ ଘଟିଛି। କାଠଭର୍ତ୍ତି ଏକ...

ୟୁପିର ଅଜବ ଯୁକ୍ତି: ପାକିସ୍ତାନରୁ ଆସୁଥିବା ବାୟୁ, ଦିଲ୍ଲୀକୁ ପ୍ରଦୂଷିତ କରୁଛି

ନୂଆଦିଲ୍ଲୀ,୩।୧୨: ଦିଲ୍ଲୀ-ଏନସିଆରରେ ବିପଜ୍ଜନକ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପ୍ରଦୂଷଣ ଯାଞ୍ଚ କରିବାକୁ ସୁପ୍ରିମକୋର୍ଟ...

ବିଶ୍ୱ ଅର୍ଥନୀତିକୁ ବିପଦ ଓମିକ୍ରନ୍‌

ନୂଆଦିଲ୍ଲୀ, ୩ା୧୨:କରୋନା ମହାମାରୀବେଳେ ତଳମୁହଁା ହୋଇପଡ଼ିଥିବା ବିଶ୍ୱ ଅର୍ଥନୀତି ମୁଣ୍ଡ ଟେକିବାକୁ ଅଣ୍ଟା ଭିଡ଼ୁଥିବାବେଳେ କୋଭିଡ୍‌ ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଏହା ପୁଣି...

Advertisement
Archives

Model This Week