ରାମ ଚରିତ୍ର ପାଇଁ ଛାଡ଼ିବେ ମଦ-ମାଂସ

ମୁମ୍ବାଇ: ସାଉଥ୍‌ ଅଭିନେତା ପ୍ରଭାସଙ୍କ ‘ଆଦିପୁରୁଷ’ପରେ ନିକଟରେ ଆଉ ଏକ ରାମାୟଣ ଆସିବାକୁ ଯାଉଛି। ନିତେଶ ତିୱାରୀଙ୍କ ନିର୍ଦ୍ଦେଶିତ ‘ରାମାୟଣ’ରେ ରାମ ଚରିତ୍ରରେ ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କୁ ଦେଖିବାକୁ ମିଳିବ। ଏନେଇ ଆସନ୍ତା ଦୀପାବଳିରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ। ତେବେ ରଣବୀର ରାମଙ୍କ ଚରିତ୍ରରେ ଅଭିନୟ ପାଇଁ ମଦ-ମାଂସ ତ୍ୟାଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ନିଜ ଭିତରେ ରାମଙ୍କ ଅନୁଭବ ଆଣିବାକୁ ପୂରା ସାତ୍ତ୍ୱିକ ଜୀବନ ବିତାଇବେ। ସେ ଲୋକଙ୍କୁ ଖୁସି କରିବାକୁ ନୁହେଁ ବରଂ ନିଜ ଚରିତ୍ରକୁ ନ୍ୟାୟ ଦେବାକୁ ମଦ-ମାଂସ ତ୍ୟାଗ କରିବେ ବୋଲି ନିଜେ ସୂଚନା ଦେଇଛନ୍ତି। ତେବେ ରଣବୀରଙ୍କ ସହ ସୀତାଙ୍କ ଚରିତ୍ରରେ ସାଉଥ୍‌ ଅଭିନେତ୍ରୀ ରଶ୍ମିକା ମାନ୍ଦାନାଙ୍କୁ ଦେଖିବାକୁ ମିଳିବ। ଏଥିସହ ସାଉଥ୍‌ ଅଭିନେତା ୟଶ୍‌ ରାବଣଙ୍କ ଭୂମିକାରେ ନଜରକୁ ଆସିବେ। ରଣବୀର ୧୯୯୯ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ସେବେଠାରୁ ସେ ଅନେକ ସିନେମା କରିସାରିଛନ୍ତି। ଶେଷ ଥର ପାଇଁ ସେ ଫିଲ୍ମ ‘ତୁ ଝୁଟି ମେ ମକ୍କାର’ରେ ନଜରକୁ ଆସିଥିଲେ। ଏଥିସହ ସେ କିଛି ମ୍ୟୁଜିକ୍‌ ଭିଡିଓ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଆମକୁ କତାର ଭାବନ୍ତୁ ନାହିଁ, କାହିଁକି ଇସ୍ରାଏଲକୁ ଧମକାଇଲା ପାକିସ୍ତାନ? କହିଲା…

ଇସଲାମାବାଦ,୨୭।୩: ଇରାନ ଯୁଦ୍ଧ ମଧ୍ୟରେ, ପାକିସ୍ତାନ ଆମେରିକାର ମିତ୍ର ଇସ୍ରାଏଲକୁ ଧମକ ଦେଇଛି। ପାକିସ୍ତାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ ଏହା କତାର ନୁହେଁ ଯେ…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ଯୁଦ୍ଧ ଭିତରେ ଆମେରିକାରେ ହଠାତ୍‌ ବୃଦ୍ଧି ପାଇଲା କରୋନା ମାମଲା, ଭାରତ ପାଇଁ କେତେ ବିପଦ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୩: ଆମେରିକାରେ କୋଭିଡ-୧୯ ମାମଲା ହଠାତ୍‌ ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ନୂତନ ରିପୋର୍ଟ ଅନୁଯାୟୀ, ଭାଇରସର ଏକ ନୂତନ BA.3.2 ଭାରିଆଣ୍ଟ ଦେଖାଦେଇଛି। ରିପୋର୍ଟ…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

ମଧ୍ୟ ପ୍ରାଚ୍ୟ ଯୁଦ୍ଧ ମଧ୍ୟରେ କାହିଁକି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ? କହିଲେ ଆମେ ଦୁହେଁ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବା ଉପରେ…

ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର…

୧୫୭ କିଲୋମିଟର ବେଗରେ ଆସୁଥିଲା ବଲ୍‌, ବୈଭବ କଲେ ଏମିତି… ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ ଷ୍ଟାର କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଫୁଲ ଫର୍ମରେ ଅଛନ୍ତି। ସେ IPLରେ ପ୍ରଥମ ବଲରେ ଛକା ମାରିବା, ୩୫ ବଲରେ ଶତକ ମାରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri