୫୦ କୋଟିର ଘର, ୩.୨୯ କୋଟିର କାର, ୬୮ ଲକ୍ଷର ଜୋତା ଏବଂ ୩୦୭ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ଅଭିନେତା

ବର୍ତ୍ତମାନ ସମୟରେ ବଲିଉଡ୍‌ର ଆଗଧାଡିର ଅଭିନେତାଙ୍କ ମଧ୍ୟରେ ଜଣେ ରଣବୀର ସିଂ। ଗତ କିଛି ବର୍ଷ ମଧ୍ୟରେ ସେ ଅନେକ ହିଟ୍‌ ଫିଲ୍ମରେ କାମ କରିସାରିଛନ୍ତି। ତାଙ୍କର ଶେଷ ଫିଲ୍ମ ‘ସିମ୍ବା’ ରିଲିଜ୍‌ ହେବାର ମାତ୍ର ୪ ଦିନରେ ୯୬.୩୫ କୋଟି ଟଙ୍କାର ବ୍ୟବସାୟ କରିଥିଲା। ସମଗ୍ର ବିଶ୍ୱରେ ଏହି ଫିଲ୍ମ ୪ଶହ କୋଟିର ବ୍ୟବସାୟ କରିଥିଲା। ମାତ୍ର ୮ ବର୍ଷର ଅଭିନୟ କ୍ୟାରିୟର ମଧ୍ୟରେ ରଣବୀର ୧୪ଟି ଫିଲ୍ମରେ କାମ କରିଛନ୍ତି। ତେବେ ସମସ୍ତ ୧୪ଟି ଯାକ ଫିଲ୍ମ ସୁପରହିଟ୍‌ ରହିଛି।
ଅଭିନୟ ସାଙ୍ଗକୁ ରଣବୀର ନିଜର ଡ୍ରେସିଂ ସେନ୍ସ ପାଇଁ ବେଶ୍‌ ଜଣାଶୁଣା। ତାଙ୍କର ସମୁଦାୟ ସମ୍ପତ୍ତି ହେଉଛି ୩୦୭ କୋଟି। ଗୋଟିଏ ଫିଲ୍ମ ପାଇଁ ରଣବୀର ୧୫ରୁ ୧୬ କୋଟି ଟଙ୍କା ଚାର୍ଜ କରିଥାନ୍ତି। ଏଥିସହ ସେ ବିଜ୍ଞାପନରୁ ମଧ୍ୟ ମୋଟା ଅଙ୍କର ରାଶି ନେଇଥାନ୍ତି।
ରଣବୀର ଏବଂ ଅଭିନେତ୍ରୀ ଦୀପିକା ପାଦୁକୋନ ଇଟାଲୀରେ ବିବାହ କରିଥିଲେ। ବିବାହ ପରେ ସେମାନେ ମୁମ୍ବାଇରେ ୫୦ କୋଟି ଟଙ୍କାରେ ଏକ ଘର କିଣିଥିଲେ। ରଣବୀରଙ୍କର ଗୋଆରେ ମଧ୍ୟ ୯ କୋଟି ଟଙ୍କାର ଏକ ବଙ୍ଗଳା ରହିଛି।
ପୋଷାକ ସାଙ୍ଗକୁ କାର ସୌକିନ ମଧ୍ୟ ଏହି ଅଭିନେତା। ତାଙ୍କ ପାଖରେ ୩.୨୯ କୋଟିର ଆଷ୍ଟନ ମାର୍ଟିନ ର଼୍ୟାପିଡ୍‌ କାର ଅଛି। ଏଥିସହ ଆହୁରି ଅନେକ ଦାମି କାର ମଧ୍ୟ ରହିଛି।
ଜୋତା ପ୍ରେମୀ ମଧ୍ୟ ଅଟନ୍ତି ରଣବୀର। ତାଙ୍କ ପାଖରେ ୬୮ ଲକ୍ଷ ଟଙ୍କାର ଏକ ହଜାର ଜୋତା ରହିଛି। ଫିଲ୍ମ ‘ସିମ୍ବା’ର ସଫଳତା ପରେ ରୋହିତ ଶେଟ୍ଟୀ ତାଙ୍କୁ ୫ ଲକ୍ଷ ଟଙ୍କାର ଏକ ଘଣ୍ଟା ଉପହାର ରୂପେ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri