ଷ୍ଟାର ହେବା ପରେ ଏହି ଜିନିଷକୁ ମନେ ପକାଉଛନ୍ତି ସିଦ୍ଧାର୍ଥ

ବଲିଉଡ୍‌ର କୁଲ୍‌ ହିରୋ ସିଦ୍ଧାର୍ଥ ମଲହୋତ୍ରା। ଖୁବ୍‌ କମ୍‌ ଦିନ ମଧ୍ୟରେ ସେ ବଲିଉଡ୍‌ରେ ବେଶ୍‌ ନାଁ କରିସାରିଛନ୍ତି। ପରଦା ଉପରେ ଦର୍ଶକ ତାଙ୍କୁ ପସନ୍ଦ ମଧ୍ୟ କରୁଛନ୍ତି। ଏବେ ସେ ଫିଲ୍ମ ‘ମରଜାଓ୍ବା’ କୁ ନେଇ ଚର୍ଚ୍ଚାରେ। ତେବେ ସିଦ୍ଧାର୍ଥ ଷ୍ଟାରଡମ୍‌ କାରଣରୁ ନିଜ ମନ ପସନ୍ଦର କାମ କରିପାରୁ ନାହାନ୍ତି। ଯାହାକୁ ସେ ସବୁବେଳେ କରିବାକୁ ଚାହାନ୍ତି ବୋଲି ନିକଟରେ ଏକ ସାକ୍ଷାତକାରରେ କହିଛନ୍ତି।
ଆଜି ସିଦ୍ଧାର୍ଥ ଯେଉଁ ସଫଳତା ପାଇଛନ୍ତି ସେଥିପାଇଁ ତାଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିଥିଲା। ମାତ୍ର ଯେତେବେଳେ ସେ ପଛକୁ ଫେରି ଚାହାନ୍ତି, ତାହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। କାରଣ ସଫଳତା ପାଇବା ପରେ ପୂର୍ବଭଳି ତାଙ୍କର ଆଉ ସ୍ବାଧୀନତା ନାହିଁ। ମୁମ୍ବାଇର କୌଣସି ରେଷ୍ଟୁରାଣ୍ଟରେ ବସି ଆଉ ଚା’ ପିଇପାରୁ ନାହାନ୍ତି। ଏଥିସହ ପ୍ରତିଦିନ ସେ ନିଜ କୁକୁରକୁ ବାହାରକୁ ବୁଲାଇବା ପାଇଁ ନେଇ ଯାଉଥିଲେ। ସେମାନେ ଅନେକ ସମୟ ପର୍ଯ୍ୟନ୍ତ ଏକତ୍ର ବାହାରେ ବୁଲୁଥିଲେ। ମାତ୍ର ଏଥିପାଇଁ ଏବେ ତାଙ୍କୁ ରାତି ଅଧରେ ଘରୁ ବାହାରିବାକୁ ପଡ଼ୁଛି ବୋଲି ସିଦ୍ଧାର୍ଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri