ସୋନୁଙ୍କୁ ସହାୟତାର ହାତ ବଢାଇଲେ ସୋନୁ

ଆଜିକାଲି ସୋସିଆଲ ମିଡିଆରେ ବିହାରର ସୋନୁ କୁମାର ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ପଞ୍ଚମ ଶ୍ରେଣୀରେ ପଢୁଥିବା ୧୨ ବର୍ଷର ବାଳକ ସୋନୁ ନିକଟରେ ବିବାହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ତାଙ୍କ ପାଠପଢା ପାଇଁ ସହାୟତା ମାଗି ଚର୍ଚ୍ଚାକୁ ଆସିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ କରୋନା ମହାମାରୀ ସମୟରେ ହଜାର ହଜାର ଲୋକଙ୍କ ସହାୟତା ଦେଇଥିବା ବଲିଉଡ ଅଭିନେତା ସୋନୁ ସୁଦ ମଧ୍ୟ ସୋନୁଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି। ସୋନୁ ସୁଦ୍‌ ଟୁଇଟ୍‌ କରି ଲେଖିଛନ୍ତି- ସୋନୁ ସୋନୁଙ୍କ କଥା ଶୁଣିଲେ ଭାଇ। ସ୍କୁଲ ବ୍ୟାଗ ବାନ୍ଧ। ତୁମର ସମ୍ପୂର୍ଣ୍ଣ ଶିକ୍ଷା ଏବଂ ହଷ୍ଟେଲ ବ୍ୟବସ୍ଥା କରାଯାଇଛି । ସୋନୁ ତାଙ୍କ ଟୁଇଟ୍‌ରେ ମଧ୍ୟ କହିଛନ୍ତି, ଆଇଡିଆ ଇଣ୍ଟରନ୍ୟାସନାଲ ପବ୍ଲିକ ସ୍କୁଲ ବିହଟା (ପାଟନା) ରେ ସୋନୁଙ୍କ ଆଡମିଶନ କରାଯାଇଛି।

ମେ ୧୬ରେ ମୁଖ୍ୟମନ୍ତ୍ରୀଙ୍କ ନାଳନ୍ଦା ଗସ୍ତ ସମୟରେ ବିହାରର ଏକ ସରକାରୀ ବିଦ୍ୟାଳୟର ସୋନୁ ଭିଡ ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ଡାକିଥିଲେ। ସେ ସାର୍‌ ଶୁଣନ୍ତୁ କହି ଡାକିବା ମାତ୍ରେ ନୀତିଶ କୁମାର ଆଶ୍ଚର୍ଯ୍ୟ ହୋଇ ତାଙ୍କ ନିକଟକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଦେଖି ସୋନୁ କହିଥିଲେ, ସାର୍‌ ଆମକୁ ଆଇଏଏସ୍‌, ଆଇପିଏସ୍‌ ହେବାର ଅଛି, ସରକାର ସ୍କୁଲରେ ପାଠପଢା ହେଉ ନାହିଁ।
ମୋ ପିତା ରଣବିଜୟ ଯାଦବ ଜଣେ ମଦ୍ୟପ। ସେ ରୋଜଗାରର ସମସ୍ତ ଟଙ୍କା ମଦ୍ୟପାନରେ ଖର୍ଚ୍ଚ କରନ୍ତି। ଏହି କାରଣରୁ ପରିବାର ମୋତେ ଏକ ଘରୋଇ ବିଦ୍ୟାଳୟକୁ ପଠାଇବାକୁ ସକ୍ଷମ ନୁହଁନ୍ତି। ଏହା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ଅଧିକାରୀମାନଙ୍କୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ କହିଛନ୍ତି। ଏହାସହ ତୁରନ୍ତ ଡେପୁଟି ଡେଭଲପମେଣ୍ଟ କମିଶନରଙ୍କୁ ତାଙ୍କର ପରବର୍ତ୍ତୀ ଅଧ୍ୟୟନର ଦାୟିତ୍ୱ ଦେଇଛନ୍ତି।

Sonu Sood, Sonu Sood Tweet, Sonu Sood, Sonu Sood helped bihar viral boy sonu kumar, Social media, Viral Tweet, सोनू सूद, सोनू सूद का ट्वीट


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri