ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଭେଟିଲେ ବିବେକ ଓବରୋଏ

ନୂଆଦିଲ୍ଲୀ/ଲଣ୍ଡନ,୧।୭:ବିବେକ ଓବରୋଏ ଦର୍ଶକଙ୍କୁ ବହୁତଗୁଡିଏ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। କିନ୍ତୁ ସେ ଦୀର୍ଘ ଦିନ ଧରି ଫିଲ୍ମ ଜଗତରୁ ଦରରେ ଅଛନ୍ତି। ନିକଟରେ ବିବେକ ବ୍ରିଟେନର ପ୍ରଧାନମନ୍ତ୍ରୀ ଋଷି ସୁନାକଙ୍କୁ ଭେଟିଛନ୍ତି। ସେ ଇଂଲଣ୍ଡରେ ବ୍ରିଟେନ-ଇଣ୍ଡିଆ ୨୦୨୩ ଉତ୍ସବରେ ଯୋଗ ଦେଇଥିଲେ। ସେଠାରେ ସେ ସୁନକଙ୍କ ସହ ଫଟୋ ଉଠାଇ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ବିବେକଙ୍କ ସହ ସୋନମ କପୁର ମଧ୍ୟ ଉତ୍ସବରେ ଯୋଗ ଦେଇଥିଲେ।

ବିବେକ ଟ୍ବିଟ୍‌ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଧନ୍ୟବାଦ। ୧୦ ଡାଉନିଙ୍ଗ ଷ୍ଟ୍ରିଟରେ ଆପଣ ଆମକୁ ଭବ୍ୟ ସ୍ବାଗତ କରିଛନ୍ତି। ଆପଣ, ଆପଣଙ୍କ ପରିବାର ଏବଂ ପୁରା ଟିମ୍‌ ଉତ୍ସବକୁ ଚମତ୍କାର ହୋଷ୍ଟ କରିଛନ୍ତି। ଆପଣ ଭାରତ ଏବଂ ଭାରତ ମଧ୍ୟରେ ସମ୍ପର୍କକୁ ମଜବୁତ କରିବାକୁ କଠିନ ପରିଶ୍ରମ କରିଛନ୍ତି।
ସେ ଆହୁରି କହିଛନ୍ତି, ଯେତେବେଳେ ଆପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ କୁହନ୍ତି ତାଙ୍କୁ ଆପଣ ମୋଦି ଜୀ ବୋଲି ସମ୍ବୋଧନ କରନ୍ତି। ଯାହା ଆମ ହୃଦୟକୁ ଛୁଇଁଯାଏ। ଏହା ଆପଣଙ୍କ ଭାରତୀୟ ସଂସ୍କୃତି ଦର୍ଶାଇଥାଏ। ମୁଁ ଅକ୍ଷତ ମୁର୍ତ୍ତୀ ଏବଂ ସୁଧା ମୁର୍ତ୍ତୀଙ୍କୁ ମଧ୍ୟ ମୋର ବିଶେଷ କୃତଜ୍ଞତା ଜଣାଉଛି। ଏମାନେ ହିଁ ସୁପରଷ୍ଟାର ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri