ମାଳଦୀପରେ ସମୟ ବିତାଉଛନ୍ତି ବିପାଶା

ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ ଏବେ ମାଳଦୀପରେ ସମୟ ବିତାଉଛନ୍ତି। ଏହି ସମୟର ଭିଡିଓକୁ ସେ ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଭିଡିଓ ଶେୟାର କରି ସେ କ୍ୟାପଶନରେ ଏହାକୁ ‘ସ୍ବର୍ଗ’ ବୋଲି ଲେଖିଛନ୍ତି। ଫିଲ୍ମ ‘ଅଜନବୀ’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିବା ବିପାଶା ଆଗପରି ସେତେଟା ଆଉ ବଲିଉଡ୍‌ରେ ସକ୍ରିୟ ନୁହନ୍ତି। କିନ୍ତୁ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍‌ କରୁଛନ୍ତି। ଅଭିନେତ୍ରୀଙ୍କୁ ଶେଷଥର ପାଇଁ ‘ଏଲୋନ’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଟିଟିରେ ଆସିବ ‘ସର୍ଦ୍ଦାର ଉଧମ ସିଂ’

ମୁମ୍ବାଇ: ଅଭିନେତା ଭିକି କୌଶଲଙ୍କ ଫିଲ୍ମ ‘ସର୍ଦ୍ଦାର ଉଧମ ସିଂ’ ଶେଷରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ ପାଇଁ ସ୍ଥିର ହୋଇଛି। ଫିଲ୍ମର ଶୁଟିଂ ଓ ପୋଷ୍ଟ...

ଟୁଇଟର୍‌କୁ ପୁଣି ଫେରିଲେ କଙ୍ଗନା: ଆଗାମୀ ଫିଲ୍ମ ରିଲିଜ ଡେଟ୍‌ ନେଇ କଲେ ଘୋଷଣା

ବମ୍ବେ: ଟୁଇଟର୍‌କୁ ଫେରିଲେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ସର୍ବଦା ନିଜର ବୟାନକୁ ନେଇ ବିବାଦକୁ ଆସୁଥିବା କଙ୍ଗନାଙ୍କ ଆକାଉଣ୍ଟ ପୁଣିଥରେ କାର୍ଯ୍ୟକ୍ଷମ ହୋଇଛି। ଫେରିବା...

ମୁଁ ନିଶ୍ଚିତ ଯେ ଠିକ୍‌ ରାସ୍ତାରେ ଅଛି: ପ୍ରକୃତି ମିଶ୍ର

ଭୁବନେଶ୍ୱର,୨୩।୭: ଗୋଟିଏ ପଟେ ଓଲିଉଡ୍‌ ଅଭିନେତା ବାବୁସାନଙ୍କ ସହ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସମ୍ପର୍କ ଥିବା କଥା ପଦାକୁ ଆସିଥିବା ବେଳେ ଅପରପକ୍ଷେ ପରସ୍ପରକୁ ଭଲ...

ଫିଲ୍ମ ଅପେକ୍ଷାରେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ର ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ଖୁବ୍‌ ଚର୍ଚ୍ଚାରେ। ତାଙ୍କ ଆଗାମୀ ଫିଲ୍ମ ‘ଗଙ୍ଗୁବାଇ କାଠିଆୱାଡି’ର ଟ୍ରେଲକୁ ସମସ୍ତେ ପସନ୍ଦ କରିଛନ୍ତି। ଫେବୃୟାରୀ ୪ରେ...

ବଲିଉଡ୍‌କୁ ଆଉ ଏକ ଝଟ୍‌କା:ଚାଲିଗଲେ ଏହି ଲୋକପ୍ରିୟ ଅଭିନେତା

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଭିକି ଡୋନର’ରେ ଅଭିନୟ କରିଥିବା ଅଭିନେତା ଭୂପେଶ ପାଣ୍ଡ୍ୟାଙ୍କର ପରଲୋକ ଘଟିଛି। ସେ ଫୁସ୍‌ଫୁସ କ୍ୟାନସରରେ ଆକ୍ରାନ୍ତ ଥିଲେ। ନ୍ୟାସନାଲ ସ୍କୁଲ...

ବାଜିବଲୋ ସାହାନାଇ

ଶୁଭ ବିବାହରେ ସାହାନାଇଟିଏ ଲୋଡା ପଡ଼େ। ଏହାକୁ ପେସା କରି ଚଳୁଥିବା ଲୋକଟିର ଜୀବନରେ କେମିତି କଳା ଅନ୍ଧାର ଘୋଟି ଆସେ ଆଉ ତା’ପରେ କ’ଣ...

ପ୍ରିୟଙ୍କାଙ୍କ ଗୋଟିଏ ସ୍ବପ୍ନ ପୂରଣ ହେଲା, ବାକି ରହିଲା ଆଉ ଗୋଟିଏ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏକ ସାକ୍ଷାତକାରରେ କହିଥିଲେ, ମୋର ଦୁଇଟି ସ୍ବପ୍ନ ରହିଛି। ତାହା ପୂରଣ ହେଲେ ମୁଁ ସମସ୍ତଙ୍କୁ ଜଣାଇଦେବି। ସେଥିରୁ ଗୋଟିଏ...

ନିଜଠାରୁ ୩ ବର୍ଷ ବଡ ନାୟିକାଙ୍କୁ ପ୍ରେମ କରୁଛନ୍ତି ଭିକ୍କି !

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ଲଭ୍‌, ରିଲେଶନଶିପ ଆଦିକୁ ନେଇ ସବୁବେଳେ ଚାଲିଥାଏ ଗସିପ୍‌। ଏବେ ଏମିତି ଏକ ଗସିପ୍‌ ଶୁଣିବାକୁ ମିଳିଛି ଯାହା ସୋସିଆଲ ମିଡିଆରେ...

Advertisement
Archives

Model This Week