ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା

ପୁରୀ ଅଫିସ୍‌,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା ପରେ ବାଇଶି ପାହାଚ ଓ ସାତ ପାହାଚ ହୋଇ ପ୍ରଥମେ ଗଣେଶ, ପରେ ଅନ୍ୟାନ୍ୟ ଦେବାଦେବୀଙ୍କୁ ଦର୍ଶନ କରିବା ପରେ ଶେଷରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥିଲେ। ବର୍ଷ ଆରମ୍ଭରୁ ଜଗନ୍ନାଥଙ୍କୁ ଦର୍ଶନ କରି ଧନ୍ୟ ମନେ କରୁଛି। ବିଶ୍ୱବାସୀଙ୍କ ଲାଗି ଚଳିତବର୍ଷଟି ଶୁଭମୟ ହେଉ। କଙ୍ଗନା ପୂର୍ବରୁ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବାକୁ ଇଚ୍ଛା ଥିଲାଆଜି ତାଙ୍କର ଏହି ଇଚ୍ଛା ପୂରଣ ହୋଇଥିବାରୁ ନିଜକୁ ବେଶ୍‌ ଭାଗ୍ୟଶାଳୀ ମନେ କରିଛନ୍ତି। ମହାପ୍ରଭୁଙ୍କ ଭଲ ଦର୍ଶନ ହେଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri