ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତ୍ରୀ ଶଶିକଳାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ମୁମ୍ବାଇର ଏକ ହସ୍ପିଟାଲରେ ତାଙ୍କ ପରଲୋକ ଘଟିଥିବା ପରିବାର ଲୋକ ସୂଚନା ଦେଇଛନ୍ତି। ୭୦ ଦଶକରେ ସେ ବଲିଉଡ୍‌ରେ ଅନେକ ଫିଲ୍ମରେ ହିରୋଇନ୍‌ ଏବଂ ଭିଲେନ୍‌ ଭୂମିକାରେ ନଜର ଆସିଥିଲେ। ୧୦୦ରୁ ଅଦତ୍କ ଫିଲ୍ମରେ ଅଭିନୟ କରିଥିବା ଶିଶିକଳା ଅଗଷ୍ଟ ୪ରେ ସୋଲାପୁରରେ ଜନ୍ମଗ୍ରହଣ କରିଥିଲେ। ୨୦୦୭ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ଉପାଧି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଦଶହରାରେ ବିକ୍କି-ତାପସୀ-ବିଦ୍ୟୁତଙ୍କ ଟକ୍କର

ବମ୍ବେ: ଦଶହରା ଉପଲକ୍ଷେ ରିଲିଜ ହେବାକୁ ଯାଉଛି ତିନୋଟି ବଲିଉଡ୍‌ ଫିଲ୍ମ। ସିନେମାହଲ ଖୋଲିବାକୁ ମହାରାଷ୍ଟ୍ର ସରକାର ଅନୁମତି ଦେଇଥିଲେ ହେଁ ଫିଲ୍ମଗୁଡ଼ିକ ଓଟିଟି ପ୍ଲାଟଫର୍ମରେ...

ଇଡି ନିକଟରେ ହାଜର ହେବାକୁ ମନାକଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଦିନ ସିବିଆଇ ସୁଶାନ୍ତ ସିଂ ରାଜପୁତ ମାମଲାରେ...

ହିମେଶଙ୍କ ପରେ ଏବେ ସଲମାନ୍‌: ରାନୁଙ୍କୁ ଘର, ‘ଦବଙ୍ଗ-୩’ରେ ଗୀତ ଗାଇବାକୁ ଦେଲେ ସୁଯୋଗ !

ପଶ୍ଚିମବଙ୍ଗ ରେଳ ଷ୍ଟେଶନରେ ଲତା ମଙ୍ଗେସକରଙ୍କ ‘ଏକ ପ୍ୟାର୍‌ କା ନଗ୍‌ମା ହୈ…’ ଗୀତ ଗାଇ ରାତାରାତି ଚର୍ଚ୍ଚାକୁ ଆସିଥିଲେ ରାନୁ ମଣ୍ଡଳ। ରାନୁଙ୍କ ଏହି...

ଦୀପିକାଙ୍କ ଶୁଭ ଅକ୍ଷର

ଦୀପିକା ପାଦୁକୋନ୍‌ଙ୍କର ଗୋଟିଏ ଅକ୍ଷର ଉପରେ ଅଗାଧ ବିଶ୍ୱାସ ରହିଛି। ତାହାକୁ ସେ ଲକି ଲେଟର ଭାବରେ ଗ୍ରହଣ କରିନେଇଛନ୍ତି। ତାହା ହେଲା ‘କେ’। ପୁଣି...

ସତ ନୁହେଁ, କେବଳ ଟିଆର୍‌ପି ପାଇଁ ପ୍ରେମର ମିଛ ଡ୍ରାମା: ନେହା-ଆଦିତ୍ୟଙ୍କ ପରେ ଏବେ ପବନଦୀପ-ଅରୁଣୀତା…

ବମ୍ବେ: ଟେଲିଭିଜନରେ ପ୍ରସାରିତ ହେଉଥିବା ଧାରାବାହିକଠାରୁ ରିଆଲିଟି ଶୋ’କୁ ଅଧିକ ପସନ୍ଦ କରିଥାନ୍ତି ଦର୍ଶକ। ବାସ୍ତବ ଘଟଣାକ୍ରମ ଉପରେ ଆଧାରିତ ଭାବି ଶୋ’ରେ ଦେଖାଯାଉଥିବା ସବୁକିଛିକୁ...

ଆଇପିଏଲ ଫାଇନାଲରେ ହୋଷ୍ଟ କରିବେ ଅଭିନେତା

ବଲିଉଡ୍‌ ଅଭିନେତା ଆମିର ଖାନ ଏବଂ ଅଭିନେତ୍ରୀ କରୀନା କପୁରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଲାଲ ସିଂହ ଚଢା ଖୁବ ଚର୍ଚ୍ଚାରେ ରହିଛି। ଫିଲ୍ମର ଗୀତ...

ପ୍ରଭାସଙ୍କ ମା’ ହେବେ ଭାଗ୍ୟଶ୍ରୀ

ଫିଲ୍ମ ‘ମୈନେ ପ୍ୟାର କିୟା’ ରେ ନିଜର ସୌନ୍ଦର୍ଯ୍ୟ ଓ ସୁନ୍ଦର ଅଭିନୟ ଦ୍ୱାରା ଦର୍ଶକ ହୃଦୟରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି...

ତାପସୀଙ୍କ ପୋଷ୍ଟରେ ଏମିତି କମେଣ୍ଟ ଦେଲେ ପ୍ରେମିକ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ପ୍ରାୟତହଃ ଚର୍ଚ୍ଚାରେ ରହିଥାନ୍ତି। ବ୍ୟକ୍ତିଗତ ଜୀବନ ହେଉ କିମ୍ବା ବୃତ୍ତିଗତ ସେ ସବୁବେଳେ ଆଲୋଚନାରେ ରୁହନ୍ତି । ସେ ତାଙ୍କର...

Advertisement
Archives

Model This Week