୨୯ ବର୍ଷର ଅଭିନୟ କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି କାମ କରିବାକୁ ଯାଉଛନ୍ତି ଅଜୟ ଦେବଗନ୍‌: ଜାଣନ୍ତୁ…

ସିଂଘମ ଷ୍ଟାର୍‌ ଅଜୟ ଦେବଗନଙ୍କର ବଲିଉଡ୍‌ରେ ପାଦ ଦେବା ଇତିମଧ୍ୟରେ ୨୯ ବର୍ଷରୁ ଅଧିକ ହେଲାଣି। ଅଭିନୟ କ୍ୟାରିୟରରେ ସେ ଅନେକ ସୁପିରହିଟ୍‌ ଫିଲ୍ମରେ କାମ କରିସାରିଛନ୍ତି। ତେବେ ଅଜୟ ୨୯ ବର୍ଷର ଅଭିନୟ କ୍ୟାରିୟରରେ ଆଜି ପର୍ଯ୍ୟନ୍ତ ଯାହା କରି ନ ଥିଲେ ଏବେ ସେ ତାହା କରିବାକୁ ଯାଉଛନ୍ତି। ପ୍ରଥମ ଥର ପାଇଁ ସେ ୟସରାଜ ଫିଲ୍ମସ ସହ କାମ କରିବେ ବୋଲି ଶୁଣିବାକୁ ମିଳୁଛି। ଏଥିପାଇଁ ଅନେକ ଦିନ ହେବ ଆଦିତ୍ୟ ଚେପ୍ରାଙ୍କ ସହ ତାଙ୍କର କଥାବାର୍ତ୍ତା ଚାଲିଛି। ତେବେ ଏହା ଏକ ମେଗା ବଜେଟ୍‌ ଫିଲ୍ମ ହେବ ବୋଲି ଜଣାପଡିଛି। ଆଦିତ୍ୟ ତାଙ୍କର ଡ୍ରିମ୍‌ ପ୍ରୋଜେକ୍ଟରେ ଅଜୟଙ୍କୁ ସାଇନ୍‌ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରିମଙ୍କ ତୃତୀୟ ରିପୋର୍ଟ କରୋନା ପଜିଟିଭ୍‌: ଚିନ୍ତାରେ ପରିବାରଲୋକେ

ମୁମ୍ବାଇ,୧୪।୪: ସାରା ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା...

ଦବଙ୍ଗ-୩ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦବଙ୍ଗ-୩ର ଟ୍ରେଲର ରିଲିଜ୍‌ ହୋଇଛି। ୩ ମିନିଟ୍‌ର ଏହି ଟ୍ରେଲରରେ ସଲ୍‌ମାନଙ୍କ ବହୁ ଦମ୍‌ଦାର...

ଆଶାରେ ରାନୀ

ପ୍ରଥମେ ଆଲବମ୍‌ ଆଉ ଏବେ ଓଡ଼ିଆ ଚଳଚ୍ଚିତ୍ର। ବଡ଼ ପରଦାରେ ଏକ ଲମ୍ବା ଇନିଂସ ଖେଳିବାକୁ ଆଶା ରଖିଛନ୍ତି ଏହି ନବାଗତା। ଏ ପର୍ଯ୍ୟନ୍ତ ତିନୋଟି...

ପ୍ରଥମ ‘ସୁପର ହିରୋ’ ହେବେ ଏହି ଲୋକପ୍ରିୟ ଅଭିନେତ୍ରୀ: ଫିଲ୍ମରେ ନାହାନ୍ତି କେହି ହିରୋ

ବଲିଉଡ୍‌ ଇଣ୍ଡଷ୍ଟ୍ରିର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ କ୍ୟାଟ୍ରିନା କୈଫ୍‌ । ନିଜର ସୌନ୍ଦର୍ଯ୍ୟ ଏବଂ ସୁନ୍ଦର ଅଭିନୟ ପାଇଁ କ୍ୟାଟ୍‌ ଏକ...

ଏହି ଅଭିନେତାଙ୍କ ପାଇଁ ଆଜି ପର୍ଯ୍ୟନ୍ତ ଅବିବାହିତ ଅଛନ୍ତି ତବ୍‌ବୁ

ବଲିଉଡ୍‌ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀ ତବ୍‌ବୁଙ୍କର ଆଜି ଅର୍ଥାତ୍‌ ନଭେମ୍ବର ୫ ହେଉଛି ଜନ୍ମଦିନ। ଆଜି ସେ ୫୦ ବର୍ଷରେ ପାଦ ଦେଇଛନ୍ତି। ଇତିମଧ୍ୟରେ...

ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି।...

ସଲମାନଙ୍କ ଶୋ’ରେ ଆସିବେ ରବିନା

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ଛୋଟ ପରଦା ଆଡେ ମୁହାଁଇଛନ୍ତି। ପ୍ରଯୋଜନା ହେଉ ବା ହୋଷ୍ଟ ଏବେ ସଲମାନ ବୋଧହୁଏ ଟିକେ ଛୋଟ...

ବିକ୍‌ନୀ ପିନ୍ଧି ବୟଫ୍ରେଣ୍ଡଙ୍କ ସହ ଫଟୋ ଶେୟାର କଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଫରହାନ ଅଖତର ଏବଂ ଶିବାନୀ ଦାଣ୍ଡେକର ସୁନ୍ଦର ଯୋଡ଼ିଙ୍କ ମଧ୍ୟରୁ ଗୋଟିଏ। ସୋସିଆଲ ମିଡିଆରେ ଏହି ଦୁଇଜଣ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି।...

Advertisement
Archives

Model This Week