ଅନୁଷ୍କାଙ୍କ ବେବି ବମ୍ପ ଦେଖି ଏମିତି କହିଲେ ବିରାଟ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆ ମାଧ୍ୟମରେ ଏହା ପ୍ରକାଶ କରିଥିଲେ। ନିକଟରେ ଅନୁଷ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଫଟୋରେ ସେ ବ୍ଲାକ ଅଫ ସୋଲଡର୍‌ ମୋନୋକିନି ପିନ୍ଧି ସୁଇମିଂ ପୁଲ ଭିତରେ ବେବି ବମ୍ପ ଦେଖାଇ ଛିଡା ହୋଇଥିବା ନଜର ଆସିଥିଲେ। ଅନୁଷ୍କା ଫଟୋ କ୍ୟାପସନରେ ଲେଖିଛନ୍ତି- ତୁମ ଜୀବନରେ ପୂର୍ବରୁ ଥିବା ଭଲକୁ ଗ୍ରହଣ କରିବା ହେଉଛି ଉନ୍ନତିର ମୂଳଦୁଆ। ଯେଉଁମାନେ ମୋତେ ଦୟା ଦେଖାଇଛନ୍ତି ଏବଂ ମୋତେ ଏହି ଦୁନିଆରେ ଭଲ ଉପରେ ବିଶ୍ୱାସ କରିବାକୁ ପ୍ରେରଣା ଦେଇଛନ୍ତି ସମସ୍ତଙ୍କୁ ଧନ୍ୟବାଦ। ଏହି ଆତ୍ମବିଶ୍ୱାସ ସହିତ, ମୁଁ ଖୋଲା ହୃଦୟରେ ଉତ୍ତମ ଦୁନିଆକୁ ଫେରୁଛି ବୋଲି କହିଛନ୍ତି। ଏହି ଫଟୋରେ ବିରାଟ କମେଣ୍ଟ ଦେଇ କହିଛନ୍ତି, ମୋ ପୁରା ଦୁନିଆ ଗୋଟିଏ ଫ୍ରେମରେ ଅଛନ୍ତି। ୨୦୨୧, ଜାନୁଆରୀରେ ଅନୁଷ୍କା ନିଜ ପ୍ରଥମ ସନ୍ତାନଙ୍କୁ ଜନ୍ମ ଦେବାକୁ ଯାଉଛନ୍ତି।

https://www.instagram.com/p/CFZXmQTJV_e/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?