Posted inଖେଳ

ପୁଅ ସହ କ୍ୟୁଟ୍‌ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଥାନ୍ତି। ଏବେ ପୁଅ ଅଗସ୍ତ୍ୟା ପାଣ୍ଡ୍ୟାଙ୍କର ଏକ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ଏହି ଭିଡିଓକୁ ହାର୍ଦ୍ଦିକ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଥିଲେ। ଭିଡିଓରେ ହାର୍ଦ୍ଦିକ ପୁଅ ଅଗସ୍ତ୍ୟକୁ କୋଳରେ ଧରି ଗେଲ କରୁଥିବାର ଦେଖିବାକୁ ମିଳୁଛି। କ୍ୟାପଶନରେ ସେ ଲେଖିଛନ୍ତି, ‘ମୋ ପୁଅ, ମୋ ହୃଦୟ, ମୋ ଦୁନିଆ’।
ଏହି କ୍ୟୁଟ୍‌ ଭିଡିଓକୁ ଦେଖି ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ପ୍ରତିକ୍ରିୟା ନ ଦେଇ ରହିପାରି ନାହାନ୍ତି। ସେ ଏକ ହାର୍ଟ ଇମୋଜି ପୋଷ୍ଟ କରିଛନ୍ତି। ହାର୍ଦ୍ଦିକଙ୍କ ପୁଅ ସହ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ କରୁଥିଲେ ପ୍ରଧାନଶିକ୍ଷକ, ଚାଲିଗଲା ଜୀବନ, ଅଂଶୁଘାତ ଅଭିଯୋଗ ଆଣି ସ୍ତ୍ରୀ…

ଅମରପାଲି,୨୦ା୪(ପୀତାମ୍ବର ସାହୁ): ଜନଗଣନା କାର୍ଯ୍ୟ କରୁଥିବାବେଳେ ଜଣେ ପ୍ରଧାନଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ କ୍ଲଷ୍ଟର ସୁନାପାଲି…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ବିରୁଧୁନଗର,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ…

୧୨ କଲରାପତରିଆ ‘ନରଖାଦକ’ ଅଭିଯୋଗମୁକ୍ତ

ଡେରାଡୁନ୍‌,୨୦ା୪: ଉତ୍ତରାଖଣ୍ଡ ବନ ବିଭାଗ ୧୨ କଲରାପତରିଆ ବାଘଙ୍କୁ ‘ନରଖାଦକ’ ଅଭିଯୋଗରୁ ମୁକ୍ତ କରିଛି। ମଣିଷ ମାରି ଖାଇଥିବା ଅଭିଯୋଗ ପରେ ବାଘଗୁଡ଼ିକୁ ବର୍ଷେ ହେଲା ପିଞ୍ଜରାରେ…

୨ ଯାଆଁଳା ଝିଅଙ୍କୁ ଗଳାକାଟି ହତ୍ୟା, ଧରାଦେଲେ ବାପା

କାନପୁର,୨୦ା୪: ଉତ୍ତରପ୍ରଦେଶର କାନପୁରରେ ଜଣେ ୪୮ ବର୍ଷୀୟ ବ୍ୟକ୍ତି ତାଙ୍କ ୧୧ ବର୍ଷର ୨ ଯମଜ ଝିଅଙ୍କ ଗଳାକାଟି ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ…

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri