୨୦୨୦ରେ ସ୍ବାମୀ କୋହଲିଙ୍କ ସହ ବିତାଇଥିବା ଏହି ବିଶେଷ ମୁହୂର୍ତ୍ତକୁ ମନେ ପକାଇଲେ ଅନୁଷ୍କା: ହେଲେ ଭାବପ୍ରବଣ

କରୋନା ଭାଇରସ ବୃଦ୍ଧି ଯୋଗୁ ମହାରାଷ୍ଟ୍ରରେ ୧୫ ଦିନ ଲକ୍‌ଡାଉନ୍‌ ଜାରି କରାଯାଇଛି। ତେଣୁ ଏବେ ସାଧାରଣ ଲୋକଙ୍କ ଠାରୁ କଳାକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଘରେ ସମୟ ବିତାଉଛନ୍ତି। ଅଭିନେତ୍ରୀ ଅନୁଷ୍କା ଶର୍ମା ମଧ୍ୟ ଏବେ ଘରେ ଅଛନ୍ତି। ଏହି ସମୟରେ ସେ ସ୍ବାମୀ ବିରାଟ କୋହଲିଙ୍କ ସହ ବିତାଇଥିବା ସୁନ୍ଦର ମୁହୂର୍ତ୍ତଗୁଡିକୁ ମନେ ପକାଇଛନ୍ତି। ସୋସିଆଲ ମିଡିଆରେ ଏକ ଅଦୃଶ୍ୟ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍‌ ଭାଇରାଲ ହେବାରେ ଲାଗିଛି।
ଏହି ଭିଡିଓଟି ୨୦୨୦ ମସିହାର। ଏଥିରେ ଅନୁଷ୍କା ୨୦୨୦ର ସର୍ବୋତ୍ତମ ମୁହୂର୍ତ୍ତଗୁଡିକୁ ପ୍ରଦର୍ଶନ କରିଛନ୍ତି। ଭିଡିଓରେ ଦେଖିବାକୁ ମିଳୁଛି ଯେ, ଅନୁଷ୍କା ସ୍ବାମୀ କୋହଲିଙ୍କ ସହ ଅନେକ କୁକୁରକୁ ଖାଇବାକୁ ଦେବାସହ ସେମାନଙ୍କ ସହ ଖେଳୁଛନ୍ତି ଏବଂ ବୁଲୁଛନ୍ତି ମଧ୍ୟ। ଏହି ଭିଡିଓରେ ଅନୁଷ୍କା-ବିରାଟଙ୍କ ପୋଷା କୁକୁର ଡ୍ୟୁଡ୍‌କୁ ମଧ୍ୟ ଦେଖିବାକୁ ମିଳୁଛି। ଏଥିସହ ଗରିବ ପିଲାମାନେ ମଧ୍ୟ ଭିଡିଓରେ ନଜର ଆସୁଛନ୍ତି। ସେମାନଙ୍କୁ ଅନୁଷ୍କା-ବିରାଟ ଖାଇବାକୁ ଦେଉଛନ୍ତି। ଏହାକୁ ଶେୟାର କରି ଅନୁଷ୍କା ଲେଖିଛନ୍ତି, ଗତବର୍ଷର କିଛି ବିଶେଷ ଏବଂ ମୂଲ୍ୟବାନ ମୁହୂର୍ତ୍ତ।

https://www.instagram.com/p/CNt1-PDJgb3/?utm_source=ig_web_copy_link

 


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri