ଟାଇମ୍‌ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଏହି ଲୋକପ୍ରିୟ ଅଭିନେତା

ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ଟାଇମ୍‌ ପତ୍ରିକାର ୧୦୦ ଜଣ ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। କେବଳ ସେତିକି ନୁହେଁ ଏହି ତାଲିକାରେ ସ୍ଥାନ ପାଇଥିବା ସେ ହେଉଛନ୍ତି ଏକମାତ୍ର ଭାରତୀୟ ଅଭିନେତା। ଏ ନେଇ ଆୟୁଷ୍ମାନ ସୋସିଆଲ ମିଡିଆ ଇନ୍‌ଷ୍ଟାଗ୍ରାମ୍‌ରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ତାଙ୍କର ଏହି ପୋଷ୍ଟକୁ ମାତ୍ର ଅଳ୍ପ ସମୟ ମଧ୍ୟରେ ବହୁତ ଲୋକ ଲାଇକ୍‌ କରିଛନ୍ତି। ଏ ନେଇ ତାଙ୍କୁ ଅଭିନେତ୍ରୀ ଦୀପିକା ପାଦୁକୋନ ପ୍ରଶଂସା କରିଛନ୍ତି। ଟାଇମ୍‌ ମାଗାଜିନ୍‌ର ପ୍ରଭାବଶାଳୀ ନେତାଙ୍କ ତାଲିକାରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସ୍ଥାନ ପାଇଛନ୍ତି।
ସୂଚନାଯୋଗ୍ୟ ଟାଇମ୍‌ ମାଗାଜିନ୍‌ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପ୍ରଭାବ ବିସ୍ତାର କରିଥିବା ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକା ପ୍ରକାଶିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ଲାଗି ଆର୍ମୀ ଅଫିସର ଭୂମିକାରେ ବିକ୍କି

ମୁମ୍ବାଇ: ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ୍‌, ‘ରାଜି’, ‘ମଶାନ୍‌’ ପରି ହିଟ୍‌ ଚଳଚ୍ଚିତ୍ର ଦେବା ପରେ ଏବେ ଅଭିନେତା ବିକ୍କି କୌଶଲଙ୍କ ନିକଟରେ ପ୍ରଯୋଜକଙ୍କ ଲମ୍ବା...

ମା’ଙ୍କ ଜନ୍ମଦିନରେ ଦାମୀ କାର୍‌ ଉପହାର ଦେଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର୍‌ ହିରୋ କାର୍ତ୍ତିକ ଆର୍ୟନ୍‌ଙ୍କୁ ନେଇ ଆଜିକାଲି ଖୁବ୍‌ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍‌ କ୍ୟାରିୟର୍‌ ଭିତରେ ସେ ବେଶ୍‌ ଲୋକପ୍ରିୟତା...

ଯାହାକୁ ଭଲ ପାଉଥିଲି ବିବାହ କରିଥିଲେ ଆଜି ଜେଜେ ବାପା ହୋଇଥାନ୍ତି : ସଲମାନ

ମୁମ୍ବାଇ: ସୁପରଷ୍ଟାର ସଲମାନ ଖାନ୍‌ କେବେ ବିବାହ କରିବେ ଏନେଇ ପ୍ରଶଂସକଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରିଥାଏ। ଏପରିକି ପ୍ରତିବର୍ଷ ସଲମାନଙ୍କୁ ଏହି ପ୍ରଶ୍ନର...

‘ତାଣ୍ଡବ’ ବିବାଦ : ନିର୍ଦ୍ଦେଶକଙ୍କ ଘରେ ୟୁପି ପୋଲିସ

ମୁମ୍ବାଇ,୨୧।୧: ନିକଟରେ ଆମାଜନ ପ୍ରାଇମରେ ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’କୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନାହିଁ। ଚାରି ଆଡ଼ୁ ସମାଲୋଚନା ସମ୍ମୁଖୀନ...

‘ହିଂସା’ ସମସ୍ୟାର ସମାଧାନ ନୁହେଁ: ରଜନୀକାନ୍ତ

ନୂଆଦିଲ୍ଲୀ,୨୦।୧୨: ଦେଶର ଅଧିକାଂଶ ଭାଗରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଗୁରୁବାର ବିଭିନ୍ନ ରାଜ୍ୟରେ ସିଏଏକୁ ବିରୋଧ କରାଯାଇଥିବା...

ଶାହାରୁଖ କି ଅମୀର ନୁହନ୍ତି, ଏହି ଖାନ୍‌ଙ୍କୁ ଅଧିକ ପସନ୍ଦ କରନ୍ତି କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରାୟ ସମସ୍ତ ବଡ଼ ଆକ୍ଟରଙ୍କ ସହିତ କାମ କରିଛନ୍ତି। କିନ୍ତୁ ଜଣେ ଖାନ୍‌ଙ୍କୁ ସେ ବହୁତ ପସନ୍ଦ କରନ୍ତି।...

ଏବେ ବି ଫିଟ୍‌ ଅଛନ୍ତି ଅଭିନେତା ସନ୍ନି ଦେଓଲ: ଏଥିପାଇଁ ପ୍ରତିଦିନ କରିଥାନ୍ତି ଏମିତି କିଛି…

ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରେ ଅନ୍ୟତମ ସନ୍ନି ଦେଓଲ। ଖୁବ୍‌ ଶୀଘ୍ର ସେ ୬୪ ବର୍ଷରେ ପଦାର୍ପଣ କରିବାକୁ ଯାଉଛନ୍ତି। ହେଲେ ଏବେ ବୟସରେ ବି...

ଲଭ୍ ରଞ୍ଜନଙ୍କ ଆଗାମୀ ଫିଲ୍ମରେ ଆସିବେ ଶ୍ରଦ୍ଧା-ରଣବୀର

ମୁମ୍ବାଇ: ବଲିଉଡ୍ ନାୟିକା ଶ୍ରଦ୍ଧା କପୁର ଓ ନାୟକ ରଣବୀର କପୁର ପ୍ରଥମଥର ପାଇଁ ବଡ ପରଦାରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି ।...

Play 250+ Trending Games
Archives

Model This Week

Why Dharitri