ପ୍ରଥମ ପ୍ରେମଠାରୁ ଦୂରେଇ ଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବିନୋଦ ଖାନ୍ନା ଅନେକ ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ସେ ଆମ ଗହଣରେ ନାହାନ୍ତି, କିନ୍ତୁ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ସର୍ବଦା ଜୀବନ୍ତ ରହିଛନ୍ତି। ବିନୋଦ ଖାନ୍ନା ୧୯୪୬, ଅକ୍ଟୋବର ୬ରେ ପାକିସ୍ତାନର ପେଶାୱାରରେ (ଏବେ ପାକିସ୍ତାନ) ଜନ୍ମଗ୍ରହଣ କରିଥିଲେ। ଚଳଚ୍ଚିତ୍ର କ୍ୟାରିୟରରେ ସେ ଅନେକ ଉତଥାନ-ପତନ ଦେଇ ଗତି କରିଥିଲେ। ଯେତେବେଳେ ବିନୋଦ ଖାନ୍ନା ଫିଲ୍ମ ଯିବାକୁ ମନସ୍ଥ କଲେ, ତାଙ୍କ ମା’ ଏକ ସର୍ତ୍ତ ରଖିଥିଲେ ଯେ ଯଦି ସେ ଦୁଇ ବର୍ଷ ମଧ୍ୟରେ ଚଳଚ୍ଚିତ୍ରରେ ସଫଳ ହୋଇପାରିବେ ନାହିଁ, ତେବେ ତାଙ୍କୁ ବ୍ୟବସାୟକୁ ଫେରାଇବାକୁ ପଡିବ। କିନ୍ତୁ ଚଳଚ୍ଚିତ୍ର ଜଗତରେ ପାଦ ଦେବା ମାତ୍ରେ ବିନୋଦ ଖାନ୍ନା ପଛକୁ ଚାହିଁ ନ ଥିଲେ।
ଆଜି ବିନୋଦ ଖାନ୍ନାଙ୍କ ଜନ୍ମଦିନ। ବିନୋଦ ଖାନ୍ନା ଜଣେ ଅଭିନେତା ନୁହେଁ, କ୍ରିକେଟର ହେବାକୁ ଚାହୁଁଥିଲେ। ସେ ଏକ ସାକ୍ଷାତକାରରେ କହିଥିଲେ, ମୁଁ ଏକନାଥ ସୋଲକରଙ୍କ ସହ ହିନ୍ଦୁ ଜିମରେ କ୍ରିକେଟ ଖେଳୁଥିଲି। ମୁଁ ଚତୁର୍ଥ ନମ୍ବରରେ ବ୍ୟାଟିଂ କରୁଥିଲି। କିନ୍ତୁ ଯେତେବେଳେ ଭାବିଲି ମୁଁ ବିଶ୍ୱନାଥ ହୋଇପାରିବି ନାହିଁ। ସେତେବେଳେ ମୁଁ କ୍ରିକେଟଠାରୁ ଦୂରେଇ ଚଳଚ୍ଚିତ୍ରରେ ପ୍ରବେଶ କରିଥିଲି। ତଥାପି କ୍ରିକେଟ ମୋର ପ୍ରଥମ ପ୍ରେମ ବୋଲି କହିଥିଲେ। ବିନୋଦ ଖାନ୍ନା ଜଣେ ଖଳନାୟକ ଭାବେ ଚଳଚ୍ଚିତ୍ର କ୍ୟାରିୟର ଆରମ୍ଭ କରିଥିଲେ। ତାଙ୍କ କ୍ୟାରିୟରରେ ୧୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri