ଟି-ଶର୍ଟରୁ ପ୍ରାଇସ୍‌ ଟ୍ୟାଗ୍‌ କାଢ଼ିବାକୁ ଭୁଲିଗଲେ ଏହି ବିଶ୍ୱସୁନ୍ଦରୀ

ମିସ୍‌ ଓ୍ବାଲ୍ଡ ଟାଇଟଲ ଜିତିଥିବା ମାନୁଷୀ ଛିଲର କୌଣସି ନା କୌଣସି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ତାଙ୍କୁ ଏୟାରପୋର୍ଟରେ ଦେଖିବାକୁ ମିଳିଥିଲା। ତେବେ ଖାସ୍‌ କଥା ହେଲା ଏହି ସମୟରେ ମାନୁଷୀ କଳା ରଙ୍ଗରଏକ ଟି-ଶର୍ଟ ପିନ୍ଧିଥିଲେ। ହେଲେ ଏଥିରୁ ସେ ପ୍ରାଇସ୍‌ ଟ୍ୟାଗ୍‌ କାଢ଼ିବାକୁ ଭୁଲିଯାଇଥିଲେ। ଏହା ୟୁଜର୍ସଙ୍କ ନୋଟିସ୍‌କୁ ଆସିଥିଲା। ଏଥିପାଇଁ ମାନୁଷୀଙ୍କୁ ଏବେ ଟ୍ରୋଲ ହେବାକୁ ପଡ଼ିଛି।
୨୦୧୭ରେ ମାନୁଷୀ ମିସ୍‌ ଓ୍ବାଲ୍ଡ ଟାଇଟଲ ଜିତିବା ପରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଫିଲ୍ମ ପୃଥ୍ବୀରାଜ’ରେ ତାଙ୍କୁ ଅକ୍ଷୟ କୁମାରଙ୍କ ସହ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଶୋ’ରୁ କଲେ ବାହାର, ଏବେ ଦେଲେ ଖାସ୍‌ ଅଫର୍‌; ଭତ୍ସନା କରୁଛନ୍ତି ପ୍ରଶଂସକ

ବମ୍ବେ: ଲୋକପ୍ରିୟତା ଅପେକ୍ଷା ଏବେ ବିବାଦରେ ଅଧିକ ରହୁଛି ସିଙ୍ଗିଂ ରିଆଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ’। ଦେଶର ସବୁଠାରୁ ବଡ ଶୋ’ ହୋଇଥିଲେ ହେଁ ଏହା...

୨୨ରୁ ଜୀ ସାର୍ଥକ ରେ ‘ସୌଭାଗ୍ୟବତୀ’

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ମନୋରଞ୍ଜନ ଯୋଗାଉଥିବା ଜୀ ସାର୍ଥକ ଆଉ ଏକ ନୂଆ ମେଗା ଧାରାବାହିକ ଆରମ୍ଭ କରିବାକୁ ଯାଉଛି। ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ...

ଫିଲ୍ମ ‘ବ୍ରହ୍ମାସ୍ତ୍ର’କୁ ନେଇ ଏଭଳି କହିଲେ ନାଗାର୍ଜୁନ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବହୁ ଅଭିନୀତ ଫିଲ୍ମ‘ବ୍ରହ୍ମାସ୍ତ୍ର’କୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମ ଏ...

ବିବାହ ବାର୍ଷିକୀରେ ଅକ୍ଷୟଙ୍କ ଚାଟ୍‌ ଶେୟାର କଲେ ଟ୍ବିଙ୍କିଲ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର ଏବଂ ଟ୍ବିଙ୍କିଲ୍‌ ଖାନ୍ନା ସେମାନଙ୍କର ୨୧ ତମ ବିବାହ ବାର୍ଷିକୀ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ଟ୍ବିଙ୍କିଲ...

ଇତିହାସରେ ପ୍ରଥମଥର, ଏବେ ମିସେସ ବି ହୋଇପାରିବେ ମିସ୍ ୟୁନିଭର୍ସ

ନୂଆଦିଲ୍ଲୀ,୨୨ ।୮: ମିସ୍ ୟୁନିଭର୍ସ ପେଜେଣ୍ଟରେ ବଡ ଧରଣର ପରିବର୍ତ୍ତନ କରାଯାଇଛି । ଏହି ପରିବର୍ତ୍ତନ ଫଳରେ ଏବେ ବିବାହିତାମାନେ ବି ମିସ ୟୁନିଭର୍ସ ମୁକୁଟ...

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ...

ଭଉଣୀ ବାହାଘର ପାଇଁ ପାଖରେ ନ ଥିଲା ଟଙ୍କା, ଆଜି ବଡ଼ ଷ୍ଟାର

ମୁମ୍ବାଇ: ଆଜି ଅର୍ଥାତ୍‌ ଏପ୍ରିଲ ୨ରେ କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ଜନ୍ମଦିନ। ୧୯୮୧ରେ କପିଲ ଅମୃତସରରେ ଜନ୍ମଗ୍ରହଣ କରିଥିଲେ। ଲୋକଙ୍କ ମୁହଁରେ ହସ ଫୁଟାଉଥିବା...

ଅନ୍ୟକୁ ସାହାଯ୍ୟ ପାଇଁ କେବେ ଆଗକୁ ଆସି ନାହାନ୍ତି କଙ୍ଗନା: ଏପରି କହିଲେ ବଲିଉଡ୍‌ର ଏହି ଗାୟିକା

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ନଣାଓ୍ବତ୍‌ ଗତ କିିଛି ଦିନ ହେବ ସୋସିଆଲ ମିଡିଆ ମାଧ୍ୟମରେ ଅନେକ ଲୋକଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତାଙ୍କୁ ସମର୍ଥନ...

Advertisement
Archives

Model This Week