କ୍ୟାନ୍‌ସର୍‌ ଲଢେଇ ଜିତିଥିଲେ ଏହିସବୁ ବଲିଉଡ୍‌ କଳାକାର

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଫୁସଫୁସ କ୍ୟାନସରର ଶିକାର ହୋଇଛନ୍ତି। ଚିକିତ୍ସା ପାଇଁ ସେ ଆମେରିକା ଯିବେ। ଏହା ପୂର୍ବରୁ ବଲିଉଡ୍‌ର ଅନେକ କଳାକାରଙ୍କ କ୍ୟାନସର୍‌ ଯୋଗୁ ମୃତ୍ୟୁ ଘଟିଛି। ନିକଟରେ ଅଭିନେତା ଇରଫାନ ଖାନ୍‌ ଏବଂ ଋଷି କପୁର ମଧ୍ୟ କ୍ୟାନସରରେ ମୃତ୍ୟୁ ଘଟିଥିଲା। କିନ୍ତୁ କିଛି କଳାକାର କ୍ୟାନସରକୁ ହରାଇଛନ୍ତି। ଆସନ୍ତୁ ସେହି କଳାକାରଙ୍କ ବିଷୟରେ ଜାଣିବା।

ସୋନାଲି ବେନ୍ଦ୍ରେ
ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ମେଟେଷ୍ଟିକ୍‌ କ୍ୟାନସର ହୋିଥିଲା। ସେ ନ୍ୟୁୟର୍କରେ ଚିକିତ୍ସିତ ହୋଇଥିଲେ। ଏହାପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ।

ମନୀଷା କୋଇରାଲା
ଅଭିନେତ୍ରୀ ମନୀଷା କୋଇରାଲଙ୍କୁ ୨୦୧୨ରେ ଓଭାରିଆନ୍‌ କ୍ୟାନ୍‌ସର୍‌ ହୋଇଥିଲା। ୨୦୧୪ରେ ସେ ସୁସ୍ଥ ହୋଇଥିଲେ।

ରାକେଶ ରୋଶନ
ହ୍ରିତିକ୍‌ ରୋଶନଙ୍କ ପିତା ତଥା ନିର୍ଦ୍ଦେଶକ ରାକେଶ ରୋଶନଙ୍କୁ କ୍ୟାନସର ହୋଇଥିଲା। ଏହା ପ୍ରଥମ ଷ୍ଟେଜ୍‌ ଥିବା ସେ ମଧ୍ୟ ସର୍ଜରୀ ପରେ ସୁସ୍ଥ ହୋଇଥିଲେ।

ଅନୁରାଗ ବାସୁ
୨୦୧୪ରେ ନିର୍ଦ୍ଦେଶକ ଚଙ୍କୁ କ୍ୟାନସର ହୋଇଥିଲା। ଏହାପରେ ସେ କ୍ୟାନସର ବିରୋଧରେ ଲଢେଇ କରି ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri