ଶାହରୁଖଙ୍କ ଜନ୍ମଦିନରେ ଏମିତି କଲେ ଜୁହି ଚାଓ୍ବାଲା, ଜାଣିଲେ କରିବେ ପ୍ରଶଂସା

ବଲିଉଡ୍‌ର କିଙ୍ଗ୍‌ ଶାହରୁଖ ଆଜି ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ଅନେକ ସେଲିବ୍ରିଟି ଏବଂ ପ୍ରଶଂସକ ତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ଶାହରୁଖଙ୍କୁ ଜନ୍ମଦିନରେ ଏକ ନିହାରା ଉପହାର ଦେଇଛନ୍ତି ଅଭିନେତ୍ରୀ ଜୁହି ଚାଓ୍ବାଲା। ଏହି ସ୍ବତନ୍ତ୍ର ଦିନକୁ ଖାସ୍‌ କରିବା ପାଇଁ ଜୁହି ସମସ୍ତ ପ୍ରକାର ଚେଷ୍ଟା କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି ଶାହରୁଖଙ୍କ ଜନ୍ମଦିନରେ ୫୦୦ ଗଛ ଲଗାଇଛନ୍ତି। ସହକଳାକାର ଶାହରୁଖଙ୍କ ସହ ଅନେକ ଫିଲ୍ମରେ ଅଭିନୟ କରିଥିଲେ ଜୁହି। ଏବେ ଉଭୟ ଆଇପିଏଲ୍‌ ଟିମ୍‌ କୋଲକତା ନାଇଟ୍‌ ରାଇଡର୍ସ ଦଳକୁ କିଣିଛନ୍ତି। ଜୁହିଙ୍କ ବ୍ୟତୀତ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ନେନେ, ଅନୁଷ୍କା ଶର୍ମା, ଶିଳ୍ପା ସେଟ୍ଟୀ ପ୍ରମୁଖ ଶାହରୁଖଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାପୂର୍ବରୁ ସୁପରଷ୍ଟାର ଶାହରୁଖଙ୍କ ଜନ୍ମଦିନକୁ ଆହୁରି ସ୍ବତନ୍ତ୍ର କରିବା ପାଇଁ ତାଙ୍କର ଏକ ପ୍ରଶଂସକ ଗୋଷ୍ଠୀ ୫୫୫୫ଟି କୋଭିଡ୍‌ କିଟ ଦାନ କରିବାକୁ ଘୋଷଣା କରିଛନ୍ତି। ଏହି ଦାନ ବିଷୟରେ ଶାହାରୁଖଙ୍କ ଫ୍ୟାନ କ୍ଲବ ପକ୍ଷରୁ ଯୋଗେ ସୂଚନା ଦିଆଯାଇଛି। ଏହି ଟୁଇଟ ଅନୁଯାୟୀ ଶାହରୁଖଙ୍କ ପ୍ରଶଂସକମାନେ ଗରିବ ଲୋକଙ୍କ ପାଇଁ ଏହି କିଟ ପ୍ରସ୍ତୁତ କରାଯାଇଛି। ଏହି କିଟ୍‌ରେ ମାସ୍କ, ସାନିଟାଇଜର ଏବଂ ଖାଦ୍ୟ ରହିଛି। ଫ୍ୟାନ କ୍ଲବ ମଧ୍ୟ ଏହାର ଫଟୋ ଶେୟାର କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri