ବଲିଉଡ୍‌କୁ ଆଉ ଏକ ଝଟ୍‌କା: ପ୍ରାଣ ହରାଇଲେ ଫିଲ୍ମ ନିର୍ମାତା ହରିଶ ଶାହ

ବଲିଉଡ୍‌ ଇଣ୍ଡଷ୍ଟ୍ରି ପାଇଁ ୨୦୨୦ ଯେପରି ଅଶୁଭ ବର୍ଷ। ଜଣେ ପରେ ଜଣେ ବଲିଉଡ୍‌ କଳାକାର, ନିର୍ମାତା, ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟୁଛି। ବୁଧବାର ବଲିଉଡ୍‌କୁ ଆଉ ଏକ ଝଟ୍‌କା ଲାଗିଛି। ୭୬ ବର୍ଷରେ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ହରିଶ ଶାହାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ ଧରି ସେ କର୍କଟ ରୋଗରେ ଆକ୍ରାନ୍ତ ଥିଲେ। ମୁମ୍ବାଇ ବାନ୍ଦ୍ରାସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ପ୍ରମୁଖ ସିନେମା ମଧ୍ୟରେ ରହିଛି ‘ମେରେ ଜୀବନ ସାଥୀ’, ‘ରାମ ତେରେ କିତ୍‌ନେ ନାମ’, ‘ଧନ ଦୌଲତ’, ‘ଜଲଜଲା’, ଜାଲ, କାଲା ସୋନା ଆଦି। ତାଙ୍କ ମୃତ୍ୟୁରେ ବହୁ କଳାକାର ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ପେଁକାଳି ବଜେଇଦେ’ ନାଟକର ମିତା ଚରିତ୍ରରୁ ମୁକୁଳି ପାରିନି: ସୁକାନ୍ତି ପାଢ଼ୀ

ସୁକାନ୍ତି ପାଢ଼ୀ ନିଜ ନାମରେ ଯେତିକି ପରିଚିତ ନୁହନ୍ତି; ‘ମୋ ପେଁକାଳି ବଜେଇଦେ’ ନାଟକର ଭଉଣୀ ଚରିତ୍ର ସସ୍ମିତା ଜଗଦେବ ଭାବରେ ତା’ଠୁ ବେଶି ପରିଚିତ।...

ଅଭିନୟ ପ୍ରେମୀ ରୋହନ

‘ଯାତ୍ରା ଏମିତି ଏକ କ୍ଷେତ୍ର ଯେଉଁଠି ପୁରସ୍କାର ସଙ୍ଗେ ସଙ୍ଗେ ମିଳିଥାଏ। ସେଥିପାଇଁ ଅପେକ୍ଷା କରିବାକୁ ପଡ଼େନା।’ ଏକଥା କହନ୍ତି ସିରିଏଲ୍‌ରୁ ଯାତ୍ରାକୁ ଆସି ନିଜ...

ଫିଲ୍ମ ‘ବରସାତ୍‌’ରୁ ରାତାରାତି ସୁପରଷ୍ଟାର ପାଲଟିଥିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ରେ ନିଜର ଭିନ୍ନ ହେୟାର ଷ୍ଟାଇଲ୍‌ରେ ଯୁବପିଢ଼ିଙ୍କୁ ନିଜ ପ୍ରତି ଆକର୍ଷିତ କରିଥିଲେ ୯୦ ଦଶକର ଅଭିନେତା ବବି ଦେଓଲ୍‌। ନିଜ ଲମ୍ବା ଓ...

ବୟଫ୍ରେଣ୍ଡ୍‌ଙ୍କ ସହ ଘରଛାଡ଼ି ପଳେଇବାକୁ ସୁସ୍ମିତା ପ୍ରସ୍ତୁତ

ପୂର୍ବତନ ମିସ୍‌ ୟୁନିଭର୍ସ ତଥା ଅଭିନେତ୍ରୀ ସୁସ୍ମିତା ସେନ୍‌ ବ୍ରୟଫ୍ରେଣ୍ଡ ରେହମାନ୍‌ ଶାଲଙ୍କ ସହ ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନିୟୁର୍କରେ ଥିବା...

ଜନ୍ମବେଳେ ମୃତ ଘୋଷଣା କରିଥିଲେ ଡାକ୍ତର: କେବିସି ମଞ୍ଚରେ ଟଙ୍କା ସହ ହୃଦୟ ଜିତିଲେ ନୂପୁର

ମୁମ୍ବାଇ: ଦୃଢ଼ ଇଚ୍ଛାଶକ୍ତି ଆଗରେ ହାରମାନେ ଜୀବନର ପ୍ରତିଟି ବାଧାବିଘ୍ନ। ଏଭଳି କିଛି ଦେଖିବାକୁ ମିଳିଛି ସୋନି ଚ୍ୟାନେଲରେ ପ୍ରସାରିତ ‘କୌନ୍‌ ବନେଗା କରୋଡପତି’ ମଞ୍ଚରେ।...

ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ଶାହାରୁଖଙ୍କ ପୁଅ

ମୁମ୍ବାଇ: ଷ୍ଟାର କିଡ୍‌ ଭାବେ ଏବେ ପରଦାକୁ ଆସିବାକୁ ବାକି ଅଛି ଆର୍ଯ୍ୟନ୍‌ ଖାଁଙ୍କର। ଶାହାରୁଖ ଖାଁଙ୍କ ବଡ ପୁଅ ହେଉଛନ୍ତି ଆର୍ଯ୍ୟନ୍‌। ସେ ବଲିଉଡରେ...

‘ହଙ୍ଗାମା-୨’ର ପ୍ରଥମ ପୋଷ୍ଟର ରିଲିଜ୍‌, ପରେଶଙ୍କ ସହ ନଜର ଆସୁଛନ୍ତି ଶିଳ୍ପା

ବମ୍ବେ: ରିଲିଜ୍‌ ହୋଇଛି ‘ହଙ୍ଗାମା-୨’ର ପୋଷ୍ଟର। ଟ୍ରେଡ୍‌ ଆନାଲିଷ୍ଟ ତରନ୍‌ ଆଦର୍ଶ ନିଜର ଟୁଇଟର ହ୍ୟାଣ୍ଡେଲରେ ଫିଲ୍ମର ପୋଷ୍ଟରକୁ ରିଲିଜ୍‌ କରିଛନ୍ତି। ଏଥିସହ ଫିଲ୍ମଟି ଆସନ୍ତାବର୍ଷ...

୪୨ ବର୍ଷରେ ପଦାର୍ପଣ କଲେ ଶ୍ରୁତି: ଅର୍ଜୁନଙ୍କ ସହିତ ଅନ୍ତରଙ୍ଗ ସିନ୍‌ରେ ଶୁଟିଂସେଟ୍‌ରେ ହରାଇଥିଲେ ନିୟନ୍ତ୍ରଣ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରୁତି ସେଠ୍‌ ବୁଧବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ଡିସେମ୍ବର ୧୮ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ଠାରୁ ୨୬...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *