ବଲିଉଡରେ ଡ୍ରଗ୍ସ ଲିଙ୍କ ମାମଲା: ଶ୍ରଦ୍ଧା କପୁର, ସାରା ଅଲି ଖାନଙ୍କୁ ଡାକିପାରେ ଏନ୍‌ସିବି!

ମୁମ୍ବାଇ,୨୧।୯-ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ଡ୍ରଗ୍ସ ଲିଙ୍କକୁ ନେଇ ତଦନ୍ତ ଜାରି ରଖିଛି। ତେବେ ଏନ୍‌ସିବି ଖୁବଶିଘ୍ର ବଲିଉଡର କିଛି କଳାକାରଙ୍କୁ ସମନ କରିପାରେ ବୋଲି ଜଣାପଡିଛି। ପୂର୍ବରୁ ରିଆ ଚକ୍ରବର୍ତ୍ତୀଙ୍କୁ ଏନ୍‌ସିବି ଗିରଫ କରିସାରିଛି। ଅନ୍ୟପକ୍ଷରେ ଅଧିକ ପଚରାଉଚରା ପାଇଁ ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ଏବଂ ସାରା ଅଲି ଖାନଙ୍କୁ ଏନ୍‌ସିବି ଡାକିପାରେ ବୋଲି କୁହାଯାଉଛି।
ପ୍ରକାଶ ଯେ, ଏନ୍‌ସିବି ରିଆଙ୍କୁ ଜେରାବେଳେ ଉଭୟଙ୍କ ନାମ ଆସିଥିଲା। ଏନ୍‌ସିବି ରିଆଙ୍କୁ ସେପ୍ଟେମ୍ବର ୯ରେ ଡ୍ରଗ୍ସ ଲିଙ୍କ ଅଭିଯୋଗରେ ଗିରଫ କରିଥିଲା। ରିଆଙ୍କ ବ୍ୟତୀତ ତାଙ୍କ ଭାଇ ଶୋଭିକ ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ଦୁଇଜଣ କର୍ମଚାରୀ ଏବଂ ବଲିଉଡ ସହ ଜଡିତ ଡ୍ରଗ୍ସ ଡିଲର ଗିରଫ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତାରକ ମେହେତା…’କୁ ପୁଣି ଝଟ୍‌କା; ୧୪ ବର୍ଷ ପରେ ଶୋ’ ଛାଡ଼ିଲେ ନିର୍ଦ୍ଦେଶକ

ବମ୍ବେ: କଳାକାରଙ୍କ ପରେ ଏବେ ନିର୍ଦ୍ଦେଶକ ଛାଡ଼ିଲେ ‘ତାରକ ମେହେତା କା ଉଲଟା ଚଷମା’ ଶୋ’। ଦୀର୍ଘ ୧୪ ବର୍ଷ ଧରି ନିର୍ଦ୍ଦେଶନା ଦେଇ ଆସୁଥିବା...

ତାମିଲ ଅଭିନେତ୍ରୀ ଜେସିକାଙ୍କ ଆତ୍ମହତ୍ୟା

ଚେନ୍ନାଇ,୨୧ା୯: ତାମିଲ ଅଭିନେତ୍ରୀ ପୌଲିନ୍‌ ଜେସିକାଙ୍କ ମୃତଦେହ ଚେନ୍ନାଇର ବିରୁଗାମ୍ବାକମ୍‌ ମଲ୍ଲିକା ଆଭେନ୍ୟୁ ଫ୍ଲାଟ୍‌ରୁ ରବିବାର ମିଳିଛି। ସେଠାରୁ ଏକ ସୁଇସାଇଡ୍‌ ନୋଟ୍‌ ମଧ୍ୟ ଜବତ...

ମତୁଆଲା କରୁଛି ନୋରାଙ୍କ ନୂଆ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ନୋରା ଫତେହି ଖୁବ୍‌ କମ୍‌ ଦିନରେ ଇଣ୍ଡଷ୍ଟ୍ରିରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌...

ବିବାହର ୧୦ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ବର୍ଷ ୨୦୨୦ରେ ଅନେକ ଅଭିନେତାଙ୍କ ଘରକୁ ଆସିଛନ୍ତି ନୂଆ ଅତିଥି। କିଛି ମା’ବାପା ହେବାକୁ ଯାଉଥିବା ଖୁସିଖବର ମଧ୍ୟ ଦେଇଛନ୍ତି। ଏହି କ୍ରମରେ ଏବେ...

ପୁଣି ଏକାଠି ନଜର ଆସିଲେ ସାରା-ଶୁବମନ, ଡେଟିଂକୁ ନେଇ ଚର୍ଚ୍ଚା

ମୁମ୍ବାଇ: ଖୁବ୍‌ କମ୍‌ ସମୟରେ ଲୋକପ୍ରିୟତା ହାସଲ କରିଥିବା ସାରା ଅଲି ଖାନ୍‌ଙ୍କୁ କିଏ ବା ନ ଜଣେ। ଲୁକ୍‌ ଏବଂ ଅଭିନୟ ମାଧ୍ୟମରେ ସେ...

ଖୁସି ଖବର ଦେଲେ କାଜଲ

ଅଭିନେତ୍ରୀ କାଜଲ ଅଗ୍ରୱାଲ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ତାଙ୍କ ସ୍ବାମୀ ଗୌତମ କିଚଲୁ ଏନେଇ...

ରଜନୀକାନ୍ତଙ୍କଠାରୁ ଆରମ୍ଭ କରି ରଣବୀର ସିଂହ: ନିଜର ସରନେମ୍‌ ହଟାଇଛନ୍ତି ଏହି ୬ କଳାକାର; ପୁରା ନାମ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନୟ ପାଇଁ ନିଜ ନାମ ମଧ୍ୟ ବଦଳାଇଦେଇଥାଏ କଳାକାର। ବଲିଉଡ୍‌ରେ କିଛି କଳାକାର ଅଛନ୍ତି ଯେଉଁମାନେ ଫିଲ୍ମଦୁନିଆ ପାଇଁ ନିଜର ନାମ ପରିବର୍ତ୍ତନ କରିଛନ୍ତି। ସେହିଭଳି...

କଙ୍ଗନାଙ୍କ ଚିକିତ୍ସା ଜରୁରୀ, ଫେରାଇ ନିଆଯାଉ ପଦ୍ମଶ୍ରୀ: ସ୍ୱାତି ମାଲିୱାଲ

ନୂଆଦିଲ୍ଲୀ,୧୪ ।୧୧: ଦିଲ୍ଲୀ ମହିଳା କମିଶନର ଅଧ୍ୟକ୍ଷା ସ୍ୱାତି ମାଲିୱାଲ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି । ସେ ଉକ୍ତ ପତ୍ରରେ ଲେଖିଛନ୍ତି...

Advertisement
Archives

Model This Week